ଭୁବନେଶ୍ୱରରୁ ବ୍ୟାଙ୍କକକୁ ବିମାନ ଉଡ଼ାଣ ସାମୟିକ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବ୍ୟାଙ୍କକକୁ ବିମାନ ଉଡ଼ାଣ ସାମୟିକ ବନ୍ଦ କରାଯିବ। ଉଡ଼ାଣ ବନ୍ଦ ନେଇ ବିଧିବଦ୍ଧ ଚିଠି କରିଛନ୍ତି ଏୟାର ଏସିଆ କର୍ତ୍ତୃପକ୍ଷ। ଭୁବନେଶ୍ୱର ବିମାନ ବନ୍ଦରର କର୍ତ୍ତୃପକ୍ଷଙ୍କୁ ଏୟାର ଏସିଆ ପକ୍ଷରୁ ଚିଠି କରି ଜଣାଇଥିବା ସୂଚନା ମିଳିଛି । ଆସନ୍ତା ୨୫ ତାରିଖ ବେଳକୁ ଏହି ଉଡ଼ାଣ ବନ୍ଦ ରହିବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଭୁବନେଶ୍ୱର ବିମାନ ବନ୍ଦରରୁ ସପ୍ତାହରେ ତିନି ଦିନ ବ୍ୟାଙ୍କକକୁ ବିମାନ ଉଡ଼ାଣ […]

bbsr.jpg00

bbsr.jpg00

Tapaswini Nayak
  • Published: Friday, 20 September 2019
  • Updated: 20 September 2019, 01:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବ୍ୟାଙ୍କକକୁ ବିମାନ ଉଡ଼ାଣ ସାମୟିକ ବନ୍ଦ କରାଯିବ। ଉଡ଼ାଣ ବନ୍ଦ ନେଇ ବିଧିବଦ୍ଧ ଚିଠି କରିଛନ୍ତି ଏୟାର ଏସିଆ କର୍ତ୍ତୃପକ୍ଷ। ଭୁବନେଶ୍ୱର ବିମାନ ବନ୍ଦରର କର୍ତ୍ତୃପକ୍ଷଙ୍କୁ ଏୟାର ଏସିଆ ପକ୍ଷରୁ ଚିଠି କରି ଜଣାଇଥିବା ସୂଚନା ମିଳିଛି ।

ଆସନ୍ତା ୨୫ ତାରିଖ ବେଳକୁ ଏହି ଉଡ଼ାଣ ବନ୍ଦ ରହିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଭୁବନେଶ୍ୱର ବିମାନ ବନ୍ଦରରୁ ସପ୍ତାହରେ ତିନି ଦିନ ବ୍ୟାଙ୍କକକୁ ବିମାନ ଉଡ଼ାଣ କରୁଥିଲା। ସେଥିରେ ୧୮୦ ଜଣ ଯାତ୍ରୀ ଯିବାରେ ସୁବିଧା ଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos