ଭୁବନେଶ୍ୱର: ବିଜେ‍ବି କଲେଜରେ ସଂଘର୍ଷ, ୪ ଆହତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ବିଜେବି କଲେଜରେ ଆଜି  ଛାତ୍ର-ଅଣ ଛାତ୍ରଙ୍କ ମଧ୍ୟରେ ସଂଘର୍ଷ ଘଟି ୪ ଜଣ ଛାତ୍ର ଆହତ ହୋଇଛନ୍ତି। ଆହତ ଛାତ୍ରମାନଙ୍କୁ  କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ଏମାନେ ସମସ୍ତେ ଯୁକ୍ତ ତିନି ବାଣିଜ୍ୟ ବିଭାଗର ଛାତ୍ର ବୋଲି ଜଣାପଡ଼ିଛି । ଛାତ୍ରମାନେ ପରୀକ୍ଷା  ଦେବାକୁ ଯାଉଥିବା ବେଳେ ଏହି ଗଣ୍ଡଗୋଳ ହୋଇଥିଲା। ସେମାନଙ୍କୁ କିଛି ଛାତ୍ର ଓ ଅଣଛାତ୍ର ମିଶି  ଆକ୍ରମଣ କରିଥିବା ଛାତ୍ରମାନେ ଅଭିଯୋଗ କରିଛନ୍ତି। ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର […]

bjb

Rakesh Mallick
  • Published: Tuesday, 03 May 2016
  • , Updated: 03 May 2016, 11:27 AM IST

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ବିଜେବି କଲେଜରେ ଆଜି  ଛାତ୍ର-ଅଣ ଛାତ୍ରଙ୍କ ମଧ୍ୟରେ ସଂଘର୍ଷ ଘଟି ୪ ଜଣ ଛାତ୍ର ଆହତ ହୋଇଛନ୍ତି। ଆହତ ଛାତ୍ରମାନଙ୍କୁ  କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ଏମାନେ ସମସ୍ତେ ଯୁକ୍ତ ତିନି ବାଣିଜ୍ୟ ବିଭାଗର ଛାତ୍ର ବୋଲି ଜଣାପଡ଼ିଛି । ଛାତ୍ରମାନେ ପରୀକ୍ଷା  ଦେବାକୁ ଯାଉଥିବା ବେଳେ ଏହି ଗଣ୍ଡଗୋଳ ହୋଇଥିଲା। ସେମାନଙ୍କୁ କିଛି ଛାତ୍ର ଓ ଅଣଛାତ୍ର ମିଶି  ଆକ୍ରମଣ କରିଥିବା ଛାତ୍ରମାନେ ଅଭିଯୋଗ କରିଛନ୍ତି। ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଏହି ସଂଘର୍ଷ ହୋଇଥିବା କୁହାଯାଉଛି।

Related story