ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ସାଲିଆସାହିରେ ଜାଲ୍ ନୋଟ୍ ଛପା ଘଟଣାର ମାଷ୍ଟମାଇଣ୍ଡ କୁହାଯାଉଥିବା ରାଜକିଶୋର ଟୁଡୁଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ୍। ତାଙ୍କୁ ଭୁବନେଶ୍ୱର ରେଳ ଷ୍ଟେସନ୍ରୁ ଗିରଫ କରାଯାଇଛି। ସେ ଚେନ୍ନାଇରୁ ଫେରୁଥିବା ବେଳେ ପୋଲିସ୍ ତାଙ୍କୁ ଗିରଫ କରିଥିଲା।
ଏହି ଘଟଣାରେ ପୂର୍ବରୁ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ପଚରାଉଚରା ବେଳେ ସେମାନେ ରାଜକିଶୋର ବିଷୟରେ କହିଥିଲେ। ଏ ଘଟଣାରେ ଆଉ ଦୁଇ ଜଣ ଫେରାର ଅଛନ୍ତି।
ସାଲିଆସାହିର ଏକ ଘରୁ କମିଶନରେଟ୍ ପୋଲିସ୍ ଚଢ଼ାଉ ବେଳେ ଛାପା ଯନ୍ତ୍ରାଂଶ ସହ କାଗଜ ଜବତ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।