ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ଜାମିନ ଆବେଦନ, ୧୮ ରେ ରାୟ !

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ୪ ଅଭିଯୁକ୍ତଙ୍କ ପକ୍ସୋ କୋର୍ଟରେ ଜାମିନ ଆବେଦନ କରାଯାଇଛି। ଜାମିନ ଆବେଦନ ଉପରେ ଶୁଣାଣି ଶେଷ ହୋଇଛି।  ରାୟ ସଂରକ୍ଷିତ ରହିଛି। ୧୮ ତାରିଖକୁ ମଗାଗଲା କେସ୍ ଡାଏରୀ। ଏହି ଦିନ  ରାୟ ପ୍ରକାଶ ପାଇପାରେ।  ଆସନ୍ତା୧୮ ଯାଏଁ ୪ ଅଭିଯୁକ୍ତଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଯାଇଛି। ଏହି ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ଘଟଣାରେ ଗତକାଲି ରାତିରେ ୪ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫ ଅଭିଯୁକ୍ତଙ୍କ […]

handcuffs arrest

handcuffs arrest

Tapas Behera
  • Published: Monday, 14 December 2020
  • Updated: 14 December 2020, 10:58 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ୪ ଅଭିଯୁକ୍ତଙ୍କ ପକ୍ସୋ କୋର୍ଟରେ ଜାମିନ ଆବେଦନ କରାଯାଇଛି। ଜାମିନ ଆବେଦନ ଉପରେ ଶୁଣାଣି ଶେଷ ହୋଇଛି।  ରାୟ ସଂରକ୍ଷିତ ରହିଛି। ୧୮ ତାରିଖକୁ ମଗାଗଲା କେସ୍ ଡାଏରୀ। ଏହି ଦିନ  ରାୟ ପ୍ରକାଶ ପାଇପାରେ।  ଆସନ୍ତା୧୮ ଯାଏଁ ୪ ଅଭିଯୁକ୍ତଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଯାଇଛି। ଏହି ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ଘଟଣାରେ ଗତକାଲି ରାତିରେ ୪ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫ ଅଭିଯୁକ୍ତଙ୍କ ଭିତରେ ଅଛନ୍ତି ଓଟିଭିର ୨ କର୍ମଚାରୀ ଅନିରୁଦ୍ଧ ପଣ୍ଡା ଓ କୃଷ୍ଣଚନ୍ଦ୍ର ବେହେରାଙ୍କ ସମେତ ୨ ସିକ୍ୟୁରିଟି ଗାର୍ଡ। ଏହି ସମସ୍ତ ଅଭିଯୁକ୍ତ ତଦନ୍ତରେ ସହଯୋଗ କରିଆସୁଥିବା ସତ୍ତ୍ୱେ ଗିରଫ କରାଯାଇଛି।

ପୂର୍ବରୁ ନାବାଳିକାଙ୍କ ମାଆ ଏହି ଘଟଣାରେ ପୁଲିସ କର୍ମଚାରୀ ଓ ତାଙ୍କର ଦୁଇ ସଯୋଗୀ ସଂପୃକ୍ତ ଥିବା FIRରେ ଦର୍ଶାଇଥିଲେ। ତେବେ ଏହି ଘଟଣାରେ ସଂପୃକ୍ତ ପୁଲିସ କର୍ମଚାରୀଙ୍କୁ କାହିଁକି ପଚରା ଉଚରା କରାଯାଉନାହିଁ କି ଗିରଫ କରାଯାଉନାହିଁ। ତାକୁ ନେଇ ପ୍ରଶ୍ନ ଉଠିଛି। ଏହି ଘଟଣାର ତଦନ୍ତକୁ ନେଇ ହାଇକୋର୍ଟ ପୂର୍ବରୁ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଆସନ୍ତା ୧୬ ତାରିଖ ସୁଦ୍ଧା କଣ ପଦକ୍ଷେପ ନିଆଯାଇଛି ଜଣାଇବାକୁ କହିଥିଲେ କୋର୍ଟ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story