ରେକର୍ଡ ଭାଙ୍ଗିଲା ତାତି, ଆଜି ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ଏଠାରେ ତାପମାତ୍ରା ୪୩.୭ ଡିଗ୍ରୀ ସେଲସିୟସ୍‌ ରହିଛି। ରାଜ୍ୟର ୮ଟି ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ତାଳଚେରରେ ୪୩.୩ ଡିଗ୍ରୀ, ଅନୁଗୋଳରେ ୪୨.୭ ଡିଗ୍ରୀ, ଟିଟିଲାଗଡ଼ରେ ୪୨ ଡିଗ୍ରୀ, କଟକରେ ୪୧.୧ ଡିଗ୍ରୀ, ମାଲକାନଗିରିରେ ୪୦.୮ ଡିଗ୍ରୀ, ଚାନ୍ଦବାଲିରେ ୪୦.୫ ଡିଗ୍ରୀ ଓ ଝାରସୁଗୁଡ଼ାରେ ୪୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ଼ କରାଯାଇଛି। ମୁଣ୍ଡଫଟା ଖରା ସାଙ୍ଗକୁ ତତଲା ହାୱା ରାଜଧାନୀବାସୀଙ୍କୁ […]

odishaheat-main

odishaheat-main

Manoranjan Sial
  • Published: Tuesday, 16 April 2019
  • Updated: 16 April 2019, 07:40 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ଏଠାରେ ତାପମାତ୍ରା ୪୩.୭ ଡିଗ୍ରୀ ସେଲସିୟସ୍‌ ରହିଛି। ରାଜ୍ୟର ୮ଟି ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ତାଳଚେରରେ ୪୩.୩ ଡିଗ୍ରୀ, ଅନୁଗୋଳରେ ୪୨.୭ ଡିଗ୍ରୀ, ଟିଟିଲାଗଡ଼ରେ ୪୨ ଡିଗ୍ରୀ, କଟକରେ ୪୧.୧ ଡିଗ୍ରୀ, ମାଲକାନଗିରିରେ ୪୦.୮ ଡିଗ୍ରୀ, ଚାନ୍ଦବାଲିରେ ୪୦.୫ ଡିଗ୍ରୀ ଓ ଝାରସୁଗୁଡ଼ାରେ ୪୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ଼ କରାଯାଇଛି।

ମୁଣ୍ଡଫଟା ଖରା ସାଙ୍ଗକୁ ତତଲା ହାୱା ରାଜଧାନୀବାସୀଙ୍କୁ ଅସ୍ତବ୍ୟସ୍ତ କଲାଣି। ଉପକୂଳ ଓଡ଼ିଶାବାସୀ ମଧ୍ୟ ଗରମରେ ଆଉଟୁପାଉଟୁ ହେଉଛନ୍ତି। ଦିନ ୧୧ଟା ବେଳକୁ ରାଜଧାନୀର ରାସ୍ତାଘାଟ ଶୂନ୍‌ଶାନ ହୋଇଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story