ଭୁବନେଶ୍ୱର: ଭୁବନେଶ୍ୱର ଏମସରେ ବଢୁଥିବା ରୋଗୀ ସଂଖ୍ୟାକୁ ଦୃଷ୍ଟିରେ ରଖି ଏଠାରେ ୨୪୪ ଜଣ ଡାକ୍ତରଙ୍କ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ମେଡିସିନ୍, ନ୍ୟୁରୋଲୋଜି, ନେଫ୍ରେ।ଲୋଜି, କାର୍ଡିଓଲୋଜି ଆଦି ବିଭାଗରେ ଖାଲି ତଥା କମ ଥିବା ଡାକ୍ତର ସଂଖ୍ୟା ବଢ଼ାଇବା ପାଇଁ ପଦକ୍ଷେପ ନିଆଯାଉଛି। ସେପଟେ ରୋଗୀଙ୍କ ସମ୍ପର୍କରେ ସମ୍ପୂର୍ଣ୍ଣ ଡାଟା ପ୍ରସ୍ତୁତ କରିବାକୁ ଶୀଘ୍ର ଆରମ୍ଭ ହେବ ପେସେଣ୍ଟ ଓପିଡି ବୁକ୍ ବ୍ୟବସ୍ଥା। ଭୁବନେଶ୍ୱର ଏମସର ବାର୍ଷିକୋତ୍ସବ ଅବସରରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ନିର୍ଦ୍ଦେଶକ ଡାକ୍ତର ଅଶୋକ ମହାପାତ୍ର। ବାର୍ଷିକୋତ୍ସବ ଅବସରରେ ପ୍ରଥମ ଥର ପାଇଁ ଏମସରେ ଆରମ୍ଭ ହୋଇଛି ଲାପ୍ରୋସ୍କୋପିକ ଅପରେସନ୍। ଏବେ ଏଠାରେ ୨୯ଟି ବିଭାଗରେ ଚିକିତ୍ସା ସେବା ମିଳୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜସ୍ୱ ବିଭାଗର ଚେତାବନୀ: ହ୍ରାସପାଇଲାଣି ସରକାରୀ ଜମି, ଆଉ ମନଇଚ୍ଛା ପ୍ରସ୍ତାବ ଦିଅନି
ଆଉ ମନଇଚ୍ଛା ଜମି ହସ୍ତାନ୍ତର ପାଇଁ ପ୍ରସ୍ତାବ ନଦେଇ ବାସ୍ତବରେ ଆବଶ୍ୟକ ହେଉଥିବା ଜମିର ବିବେକାନୁମୋଦିତ ସଠିକ୍ ଆକଳନ କରାଯାଉ।
Politics
ମୋତେ ମାରି ଉପନିର୍ବାଚନ କରିବାକୁ ଯୋଜନା ରଖିଥିଲେ; କାହା ବିରୋଧରେ ଏଭଳି ସାଂଘାତିକ ଅଭିଯୋଗ ଆଣିଲେ ବିଜେପି ବିଧାୟକ
ଆକ୍ରମଣ ପରେ ପରେ ବବିଙ୍କ ଭାଇ ଲଲ ଦାସ ଫୋନ୍ କରିଥିଲେ। ଯାହା ହେଲା ହେଲା, କଂପ୍ରୋମାଇଜ୍ କରିଦିଅ କହିଥିଲେ। ଲୋକ ଲଗାଇ ପିଟିବେ, ପୁଣି କଂପ୍ରୋମାଇଜ୍ ପାଇଁ କହିବେ।
Health
୨୪ଘଣ୍ଟା ଖୋଲା ରହିବ ‘ନିରାମୟ’ ମେଡିସିନ୍ ଷ୍ଟୋର, ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ‘ନିରାମୟ’ ମେଡିସିନ୍ ଷ୍ଟୋରରେ ଔଷଧ ଯୋଗାଉଛନ୍ତି। କିନ୍ତୁ ଏହି ନିରାମୟ କେନ୍ଦ୍ରଗୁଡ଼ିକ ରାତିରେ ବନ୍ଦ ରହୁଥିବା ଓ ଆବଶ୍ୟକ ଔଷଧ ନଥିବା ଯୋଗୁ ରୋଗୀଙ୍କୁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।