ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ । ଆଗାମୀ ୩ ବର୍ଷ ଲାଗି ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଂଚାଳନ ସମିତିରେ ଭାରତ ତରଫରୁ ପ୍ରତିନିଧିତ୍ୱ କରିବେ ବିଜେପି ସାଂସଦ ଅପରାଜିତା । ଲୋକସଭା ବାଚସ୍ପତିଙ୍କ ଅନୁମୋଦନରେ ଅପରାଜିତାଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି ।

aparajita

aparajita

Niharika Rout
  • Published: Tuesday, 17 November 2020
  • Updated: 17 November 2020, 12:49 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ । ଆଗାମୀ ୩ ବର୍ଷ ଲାଗି ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଂଚାଳନ ସମିତିରେ ଭାରତ ତରଫରୁ ପ୍ରତିନିଧିତ୍ୱ କରିବେ ବିଜେପି ସାଂସଦ ଅପରାଜିତା । ଲୋକସଭା ବାଚସ୍ପତିଙ୍କ ଅନୁମୋଦନରେ ଅପରାଜିତାଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos