ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରରୁ ଛାଡ଼ିବାକୁ ଥିବା ଭୁବନେଶ୍ୱର-ମୁମ୍ୱାଇ କୋଣାର୍କ ଏକ୍ସପ୍ରେସକୁ ବାତିଲ କରାଯାଇଛି। ତେବେ ଆଜି ସକାଳେ ଭୁବନେଶ୍ୱରରେ ପହଞ୍ଚିବାକୁ ଥିବା କୋଣାର୍କ ଏକ୍ସପ୍ରେସ ୨୨ ଘଣ୍ଟାରୁ ଅଧିକ ବିଳମ୍ୱରେ ଚାଲୁଛି। ତେଣୁ ଭୁବନେଶ୍ୱରରେ ଏହି ଟ୍ରେନ ପହଞ୍ଚିବାରେ ଅତ୍ୟଧିକ ବିଳମ୍ବ ହେଉଥିବାରୁ ଏହାକୁ ବାତିଲ କରି ଦିଆଯାଇଛି।
ମହାରାଷ୍ଟ୍ରର ମୁମ୍ୱାଇରେ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରେଳଧାରଣା ଉପରେ ପାଣି ପ୍ରବାହିତ ହେବା ସହ ମାଟି ଧସିବା ଯୋଗୁ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।