ମାର୍ଚ୍ଚ ୧୪ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ମାର୍ଚ୍ଚ ୧୪ ତାରିଖ ପର୍ଯ୍ୟନ୍ତ ବାଚସ୍ପତି ଗୃହକୁ ମୁଲତବୀ ରଖିଛନ୍ତି। ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୪ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଗତ ୨୨ ତାରିଖରୁ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇଥିଲା ପ୍ରଥମ ପର୍ଯ୍ୟାୟ ଅଧିବେଶନ। ଏହାପରେ ଫେବୃଆରୀ ୨୭ ତାରିଖରେ ଉପସ୍ଥାପିତ ହୋଇଥିଲା ୨୦୧୭-୧୮ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍‌।

Odisha-Assembly-5-1

Rakesh Mallick
  • Published: Saturday, 04 March 2017
  • , Updated: 04 March 2017, 10:29 PM IST

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ମାର୍ଚ୍ଚ ୧୪ ତାରିଖ ପର୍ଯ୍ୟନ୍ତ ବାଚସ୍ପତି ଗୃହକୁ ମୁଲତବୀ ରଖିଛନ୍ତି।

ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୪ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଗତ ୨୨ ତାରିଖରୁ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇଥିଲା ପ୍ରଥମ ପର୍ଯ୍ୟାୟ ଅଧିବେଶନ। ଏହାପରେ ଫେବୃଆରୀ ୨୭ ତାରିଖରେ ଉପସ୍ଥାପିତ ହୋଇଥିଲା ୨୦୧୭-୧୮ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍‌।

Related story