ଭୁବନେଶ୍ୱର: ଭୁବନେଶ୍ୱରରେ ଆସି ପହଞ୍ଚିଛି ପୂର୍ବତନ ରାଜ୍ୟସଭା ସଦସ୍ୟ ସ୍ୱର୍ଗତ କଳ୍ପତରୁ ଦାସଙ୍କ ମରଶରୀର । ଭୁବନେଶ୍ୱର ବିମାନ ବନ୍ଦରରେ ମରଶରୀର ପହଞ୍ଚିବା ପରେ ବିଜେଡି କାର୍ଯ୍ୟାଳୟକୁ ନିଆଯାଇଛି । ସେଠାରେ ଶେଷ ଦର୍ଶନ ଲାଗି କିଛି ସମୟ କଳ୍ପତରୁ ଦାସଙ୍କ ମରଶାରୀର ରଖାଯିବ । ପରେ ତାଙ୍କ ଜନ୍ମସ୍ଥାନ ଯାଜପୁର ଜିଲ୍ଲା ଭୋଟକା ଗାଁକୁ ନିଆଯାଇ ଶେଷାକୃତ ସମ୍ପନ୍ନ କରାଯିବ ।
କର୍କଟ ରୋଗରେ ଆକ୍ରାନ୍ତ ହୋଇ ଗୁରୁତର ଅବସ୍ଥାରେ ସୋମବାର ଦିଲ୍ଲୀର ଏମସରେ ଭର୍ତ୍ତି ହୋଇଥିଲେ କଳ୍ପତରୁ ଦାସ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଅପରାହ୍ନରେ ତାଙ୍କର ପରଲୋକ ହୋଇଯାଇଥିଲା । କଳ୍ପତରୁ ଦାସଙ୍କ ମୃତ୍ୟୁ ପରେ ରାଜ୍ୟପାଳ ଏସ.ସି. ଜମିର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମଙ୍କ ସମେତ ବିଭିନ୍ନ ଦଳର ଲୋକେ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।
Crime
କୋଟିପତି ଉପଜିଲ୍ଲାପାଳଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା
Accident
ନିଜ ବିଲକୁ ଯାଇଥିଲେ ଚାଷୀ, ମାରିଲା କରେଣ୍ଟ
ପାଚିଲା ଧାନ ଦେଖିବାକୁ ନିଜ ବିଲକୁ ଯାଇଥିଲେ ଚାଷୀ। ମାତ୍ର ଘଟିଗଲା ଅଘଟଣ । ପଡ଼ୋଶୀଙ୍କ ତାର ବାଡ଼ରେ ହାତ ପଡ଼ିଯିବାରୁ ମାରିଲା କରେଣ୍ଟ ଓ ସେଠାରେ ହିଁ ସେ ଟଳି ପଡ଼ିଲେ।