ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାତିରେ ଶିଝିଲା ରାଜଧାନୀ ଭୁବନେଶ୍ୱର। ଆଜି ରାଜ୍ୟର ଉତ୍ତପ୍ତ ସହର ହୋଇଛି ଭୁବନେଶ୍ୱର। ଏଠାରେ ତାପମାତ୍ର ୪୨.୧ ଡିଗ୍ରୀ ସେଲ୍ସିଅସ୍ ରହିଛି। ଯାହାଫଳରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି।
ଆଜି ରାଜ୍ୟର ୧୨ଟି ସହର ତାପମାତ୍ରା ୪୦° ଉପରେ ରହିଛି। ଭୁବନେଶ୍ୱର ପରେ ବୌଦ୍ଧରେ ୪୨, ସୋନପୁରରେ ୪୧.୮, ବାରିପଦାରେ ୪୧.୬, ଟିଟିଲାଗଡ଼ରେ ୪୧.୬, ସମ୍ୱଲପରରେ ୪୧, ଝାରସୁଗୁଡ଼ାରେ ୪୦.୫, ଅନୁଗୋଳରେ ୪୦.୩, ବଲାଙ୍ଗିରରେ ୪୦.୩, ତାଳଚେରରେ ୪୦.୧, ନୟାଗଡ଼ରେ ୪୦, ଭବାନୀପାଟଣାରେ ୪୦ ଓ କଟକର ତାପମାତ୍ରା ୩୯. ୮ ଡିଗ୍ରୀ ସେଲ୍ସିୟସ୍ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଜଳିଗଲା ଧାନ ଗଦା, ୧୦ ଏକର ଜମିର ଧାନ ଫସଲ ଭସ୍ମ
ଗତକାଲି କିଛି ଦୁର୍ବୃତ୍ତମାନେ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ।
Miscellaneous
ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍; ଏଣିକି ମଣ୍ଡି ଜଗୁଛି ସିସିଟିଭି
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍କୁ ଉଦ୍ଘାଟନ କରିଛନ୍ତି। ମଣ୍ଡି ସଂପର୍କିତ ଅସୁବିଧା ନେଇ ଟୋଲ୍ ଫ୍ରି ନମ୍ବର ୧୯୬୭ରେ କଲ୍ କରିପାରିବେ ଚାଷୀ।
Accident
ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ; ଜଣେ ମୃତ, ୩ ଆହତ
ଗତକାଲି ରାତିରେ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା।
Accident
ଟ୍ରାକ୍ରେ ଦୌଡ଼ୁଥିଲା ଟ୍ରେନ୍, ତଳେ ଲାଗିଲା ନିଆଁ
କୋରାପୁଟ ଜିଲ୍ଲା ମାଛକୁଣ୍ଡ ଷ୍ଟେଶନ ନିକଟରେ ଗତକାଲି ବିଶାଖାପାଟଣା-କିରାଣ୍ଡୁଳକୁ ସଂଯୋଗ କରୁଥିବା କେକେ ରେଳପଥରେ ଏକ ମାଲବାହୀ ଟ୍ରେନରେ ନିଆଁ ଲାଗି ଯାଇଥିଲା। ଏଥିଯୋଗୁ ମାଲବାହୀ ଟ୍ରେନ୍ର ପ୍ରାୟ ୮ଟି ବଗି କ୍ଷତିଗ୍ରସ୍ତ ହୋଇଛି।