ଜାନୁଆରୀ ୨୦ରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ଉଡ଼ିବ ବିମାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ଜାନୁଆରୀ ୨୦ ତାରିଖରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ବିମାନ ଚଳାଚଳ କରିବ। ଏୟାର ଇଣ୍ଡିଆ ଏହି ବିମାନ ସେବା ଯୋଗାଇବ। ସୋମବାର ଓ ଗୁରୁବାର ଭୁବନେଶ୍ୱରରୁ ବିମାନ ଛାଡ଼ିବ। ସେହିପରି ସୁରଟରୁ ଶୁକ୍ରବାର ଓ ରବିବାର ବିମାନ ଛାଡ଼ିବ। ବେଙ୍ଗଲୁରୁ-ଭୁବନେଶ୍ୱର-ସୁରଟ ମଧ୍ୟରେ ଏହି ବିମାନ ଚଳାଚଳ କରିବ। ଏହି ନିଷ୍ପତ୍ତି ପରେ ଏୟାର ଇଣ୍ଡିଆ CMDଙ୍କୁ ଟ୍ୱିଟ୍ କରି ସାଂସଦ ଅପରାଜିତା ଷଡ଼ଙ୍ଗୀ ଧନ୍ୟବାଦ ଜଣାଇଛନ୍ତି।

airindia

Jyoshna Pradhan
  • Published: Saturday, 23 November 2019
  • , Updated: 23 November 2019, 09:39 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ଜାନୁଆରୀ ୨୦ ତାରିଖରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ବିମାନ ଚଳାଚଳ କରିବ। ଏୟାର ଇଣ୍ଡିଆ ଏହି ବିମାନ ସେବା ଯୋଗାଇବ। ସୋମବାର ଓ ଗୁରୁବାର ଭୁବନେଶ୍ୱରରୁ ବିମାନ ଛାଡ଼ିବ। ସେହିପରି ସୁରଟରୁ ଶୁକ୍ରବାର ଓ ରବିବାର ବିମାନ ଛାଡ଼ିବ। ବେଙ୍ଗଲୁରୁ-ଭୁବନେଶ୍ୱର-ସୁରଟ ମଧ୍ୟରେ ଏହି ବିମାନ ଚଳାଚଳ କରିବ।

ଏହି ନିଷ୍ପତ୍ତି ପରେ ଏୟାର ଇଣ୍ଡିଆ CMDଙ୍କୁ ଟ୍ୱିଟ୍ କରି ସାଂସଦ ଅପରାଜିତା ଷଡ଼ଙ୍ଗୀ ଧନ୍ୟବାଦ ଜଣାଇଛନ୍ତି।

Related story