ଭୁବନେଶ୍ୱର: ସ୍ୱାଧୀନତା ଦିବସରେ ରାଜ୍ୟସ୍ତରୀୟ ପରେଡ ପାଇଁ ଭୁବନେଶ୍ୱର ଗାନ୍ଧିମାର୍ଗରେ ପରେଡ ଅଭ୍ୟାସ ଆରମ୍ଭ ହୋଇଛି। ୧୧ରୁ ତିନିଦିନ ଧରି ଅଭ୍ୟାସ ହେବ। ଓଡ଼ିଶା ପୋଲିସ ସମେତ ଆର୍ମି, ସିଆରପିଏଫ, ଆରପିଏଫ, ଫାୟାର ସର୍ଭିସ, ହୋମଗାର୍ଡ, ଟ୍ରାଫିକ, କନେଷ୍ଟବଲ ଏବଂ ବିଭିନ୍ନ ସ୍କୁଲର ଏନସିସି କ୍ୟାଡେଟ, ହର୍ସ ରାଇଡିଂ ସମେତ ୬୫ଟି କଣ୍ଟିଜେଣ୍ଟ ଏଥିରେ ଭାଗନେଇଛନ୍ତି। ଏଥର ମୁଖ୍ୟ ଆକର୍ଷଣ ରହିବ ମହର୍ଷି କଲେଜର ଛାତ୍ରଛାତ୍ରୀମାନଙ୍କ ଡେୟାର ଡେଭିଲ ସୋ। ଏନେଇ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।