ତମାଣ୍ଡୋ ଗୁଳିକାଣ୍ଡ ଘଟଣା: ଫେରାର ଅଭିଯୁକ୍ତଙ୍କ ପରିବାର ଲୋକଙ୍କୁ ବାନ୍ଧିଲା ପୋଲିସ୍

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ତମାଣ୍ଡୋରେ ଗତକାଲି ଘଟିଥିବା ଗୁଳିକାଣ୍ଡ ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ପୋଲିସ୍ ତିନି ଜଣଙ୍କୁ ଗିରଫ କରିଛି। ଏହି ତିନି ଜଣ ହେଲେ ଗୁଳି ମାରି ଫେରାର ଥିବା ଅଭିଯୁକ୍ତଙ୍କ ବାପା,ମା’ ଓ ଅନ୍ୟ ଜଣେ ସଂପର୍କୀୟ। ସେମାନେ ଏହି ହତ୍ୟାକାଣ୍ଡ ପାଇଁ ଅଭିଯୁକ୍ତକୁ ଉସ୍‌କାଇଥିବା ଅଭିଯୋଗ ହୋଇଛି। ଗତକାଲି ସନ୍ଧ୍ୟାରେ ଏହି ହତ୍ୟାକାଣ୍ଡ ଘଟିଥିଲା। ମୃତ ବ୍ୟକ୍ତିଙ୍କ ନାଁ ଅଭିଜିତ ବେହେରା ଓରଫ ସିପୁ। ପୂର୍ବ ଶତ୍ରୁତାକୁ କେନ୍ଦ୍ର […]

fire

fire

Rakesh Mallick
  • Published: Thursday, 16 March 2017
  • Updated: 16 March 2017, 03:39 PM IST

Sports

Latest News

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ତମାଣ୍ଡୋରେ ଗତକାଲି ଘଟିଥିବା ଗୁଳିକାଣ୍ଡ ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ପୋଲିସ୍ ତିନି ଜଣଙ୍କୁ ଗିରଫ କରିଛି। ଏହି ତିନି ଜଣ ହେଲେ ଗୁଳି ମାରି ଫେରାର ଥିବା ଅଭିଯୁକ୍ତଙ୍କ ବାପା,ମା’ ଓ ଅନ୍ୟ ଜଣେ ସଂପର୍କୀୟ। ସେମାନେ ଏହି ହତ୍ୟାକାଣ୍ଡ ପାଇଁ ଅଭିଯୁକ୍ତକୁ ଉସ୍‌କାଇଥିବା ଅଭିଯୋଗ ହୋଇଛି।

ଗତକାଲି ସନ୍ଧ୍ୟାରେ ଏହି ହତ୍ୟାକାଣ୍ଡ ଘଟିଥିଲା। ମୃତ ବ୍ୟକ୍ତିଙ୍କ ନାଁ ଅଭିଜିତ ବେହେରା ଓରଫ ସିପୁ।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ଫେରାର ଅଭିଯୁକ୍ତଙ୍କ ନାଁରେ ପୂର୍ବରୁ ମାମଲା ରହିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story