ଆଜିଠାରୁ ଯୁକ୍ତ ଦୁଇ ଖାତା ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ୱର: ଆଜିଠାରୁ ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ଖାତା ମୂଲ୍ୟାୟନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟରେ ଖାତା ମୂଲ୍ୟାୟନ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷାପରିଷଦ ଉପ ପରୀକ୍ଷା ନିୟନ୍ତ୍ରକ ପ୍ରବୋଧ ପଣ୍ଡା ସୂଚନା ଦେଇଛନ୍ତି। ଏପ୍ରିଲ ୫ରୁ ୧୪ ତାରିଖରେ ଏବଂ ୧୭ରୁ ୨୬ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟ ଖାତା ମୂଲ୍ୟାୟନ ହେବ। ଏଥିପାଇଁ ୫୧ଟି କେନ୍ଦ୍ରରେ ୧୬,୦୦୦ ପରୀକ୍ଷକ ନିୟୋଜିତ ହେବେ। ମେ’ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ […]

chse

chse

Rakesh Mallick
  • Published: Wednesday, 05 April 2017
  • Updated: 05 April 2017, 11:03 AM IST

Sports

Latest News

ଭୁବନେଶ୍ୱର: ଆଜିଠାରୁ ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ଖାତା ମୂଲ୍ୟାୟନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟରେ ଖାତା ମୂଲ୍ୟାୟନ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷାପରିଷଦ ଉପ ପରୀକ୍ଷା ନିୟନ୍ତ୍ରକ ପ୍ରବୋଧ ପଣ୍ଡା ସୂଚନା ଦେଇଛନ୍ତି।

ଏପ୍ରିଲ ୫ରୁ ୧୪ ତାରିଖରେ ଏବଂ ୧୭ରୁ ୨୬ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟ ଖାତା ମୂଲ୍ୟାୟନ ହେବ। ଏଥିପାଇଁ ୫୧ଟି କେନ୍ଦ୍ରରେ ୧୬,୦୦୦ ପରୀକ୍ଷକ ନିୟୋଜିତ ହେବେ। ମେ’ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ। ଜୁନ୍‌ ପ୍ରଥମ ସପ୍ତାହରେ କଳା, ବାଣିଜ୍ୟ ଓ ଧନ୍ଦାମୂଳ ଶିକ୍ଷା ପରୀକ୍ଷା ଫଳ ପ୍ରକାଶ ପାଇବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story