ଆଜିଠାରୁ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନ

ଭୁବନେଶ୍ୱର: ଆଜିଠାରୁ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ ଦୁଇ ଖାତା ମୂଲ୍ୟାୟନ ଆରମ୍ଭ ହୋଇଛି। ଖାତା ମୂଲ୍ୟାୟନ ସକାଳ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ୫୧ଟି କେନ୍ଦ୍ରରେ ୧୬,୦୦୦ ପରୀକ୍ଷକ ଖାତା ମୂଲ୍ୟାୟନ କରୁଛନ୍ତି। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଖାତା ଦେଖା ଚାଲିବ। ଏକା ସଙ୍ଗରେ କଳା, ବିଜ୍ଞାନ ଓ ବାଣିଜ୍ୟ ଖାତା ମୂଲ୍ୟାୟନ ହେଉଛି। ମେ’ ଦ୍ୱିତୀୟ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ଓ ଜୁନ୍‌ ପ୍ରଥମ ସପ୍ତାହରେ କଳା, […]

council

council

Rakesh Mallick
  • Published: Monday, 17 April 2017
  • Updated: 17 April 2017, 12:08 PM IST

Sports

Latest News

ଭୁବନେଶ୍ୱର: ଆଜିଠାରୁ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ ଦୁଇ ଖାତା ମୂଲ୍ୟାୟନ ଆରମ୍ଭ ହୋଇଛି। ଖାତା ମୂଲ୍ୟାୟନ ସକାଳ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ୫୧ଟି କେନ୍ଦ୍ରରେ ୧୬,୦୦୦ ପରୀକ୍ଷକ ଖାତା ମୂଲ୍ୟାୟନ କରୁଛନ୍ତି। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଖାତା ଦେଖା ଚାଲିବ। ଏକା ସଙ୍ଗରେ କଳା, ବିଜ୍ଞାନ ଓ ବାଣିଜ୍ୟ ଖାତା ମୂଲ୍ୟାୟନ ହେଉଛି।

ମେ’ ଦ୍ୱିତୀୟ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ଓ ଜୁନ୍‌ ପ୍ରଥମ ସପ୍ତାହରେ କଳା, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାଫଳ ପ୍ରକାଶ ପାଇବ। ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos