ଆସନ୍ତାକାଲି ଠାରୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଛୁଟି ଘୋଷଣା କରିଛନ୍ତି।

heat wave PhotoOR

representational image

Niranjan Mishra
  • Published: Tuesday, 11 April 2023
  • Updated: 11 April 2023, 08:48 PM IST

ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠୁ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଛୁଟି ଘୋଷଣା କରିଛନ୍ତି । ଏହି ଛୁଟି ଆସନ୍ତା ଏପ୍ରିଲ ୧୬ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ ଗସ୍ତରୁ ଫେରିବା ପରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସ୍ଥିତିର ସମୀକ୍ଷା କରିଛନ୍ତି । ସୂଚନା ଅନୁସାରେ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଅର୍ଥାତ୍ ଏପ୍ରିଲ ୧୨ରୁ ୧୬ତାରିଖ ପର୍ଯ୍ୟନ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ରହିବ । ରାଜ୍ୟର ସମସ୍ତ ଘରୋଇ ଓ ସରକାରୀ ସ୍କୁଲଗୁଡ଼ିକ ବନ୍ଦ ରହିବ।

Also Read

ସେହିପରି ଗ୍ରାମାଂଚଳରେ ପାନୀୟଜଳ ଯୋଗାଣ ଯେଭଳି ସ୍ୱାଭାବିକ ରହିବ ଓ ଲୋକେ ପାନୀୟ ଜଳ ପାଇଁ ସମସ୍ୟାର ସମ୍ମୁଖୀନ ନହେବେ ତାହା ସୁନିଶ୍ଚିତ କରିବାକୁ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ଗ୍ରାମାଂଚଳ ଓ ସହରାଂଚଳରେ ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ବିଦ୍ୟୁତ୍ କାଟ ନକରିବାକୁ ଶକ୍ତି ବିଭାଗକୁ ପରାମର୍ଶ ଦେଇଛନ୍ତି ।

ପାଣିପାଗ ବିଭାଗ ପକ୍ଷରୁ ହିଟ୍ ୱେଭ ଆଲର୍ଟ ଜାରି ହୋଇଥିବାରୁ ସମସ୍ତ ପ୍ରକାରର ପରିସ୍ଥିତି ନିମନ୍ତେ ପ୍ରସ୍ତୁତ ରହିବାକୁ ଶକ୍ତି ଓ ନଗର ଉନ୍ନୟନ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story