୫ ତାରିଖ ପର୍ଯ୍ୟନ୍ତ ସବୁ ସାଂଗଠନିକ କାର୍ଯ୍ୟକ୍ରମକୁ ରଦ୍ଦ କଲା ବିଜେପି

ବାଲେଶ୍ୱର ଜିଲ୍ଲା ବାହାନାଗାଠାରେ ଶୁକ୍ରବାର ସନ୍ଧ୍ୟାରେ ଭୟାବହ ଟ୍ରେନ ଦୁର୍ଘଟଣାକୁ ଦୃଷ୍ଟିରେ ରଖି ବିଜେପି ନିଜର ସମସ୍ତ ସାଂଗଠନିକ କାର୍ଯ୍ୟକ୍ରମକୁ ଆସନ୍ତା ୫ତାରିଖ ପର୍ଯ୍ୟନ୍ତ ରଦ୍ଦ କରିଦେଇଛି ।

BJP PhotoOR

BJP

Ordigital Desk
  • Published: Saturday, 03 June 2023
  • Updated: 03 June 2023, 10:51 PM IST

Sports

Latest News

ଏନେଇ ଦଳ ପକ୍ଷରୁ ଜାରି ସୂଚନା ଅନୁସାରେ, ଗତକାଲି ଏହି ଟ୍ରେନ ଦୁର୍ଘଟଣାର ଖବର ଶୁଣି ରାଜ୍ୟ ସଭାପତି ମନମୋହନ ସାମଲ ନିଜର ୩ ଦିନିଆ ଅବିଭକ୍ତ କୋରାପୁଟ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରି ବ୍ରହ୍ମପୁରଠାରୁ ଫେରି ଆସିଥିଲେ । ରାଜ୍ୟ ସଭାପତି ଶ୍ରୀ ସାମଲଙ୍କ ସହ ଦଳର ରାଷ୍ଟ୍ରୀୟ ସଭାପତି ଜଗତ୍ ପ୍ରକାଶ ନଡ୍ଡା  ଏହି ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା ସଂପର୍କରେ ବିସ୍ତୃତ ଆଲୋଚନା କରିବା ସହ ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ସାମିଲ ହେବା ପାଇଁ ପରାମର୍ଶ ଦେଇଥିଲେ । ଏଥିସହ ବାଲେଶ୍ୱର, ସୋର, ଭଦ୍ରକ, କଟକ, ଭୁବନେଶ୍ୱରର ବିଭିନ୍ନ ଡାକ୍ତରଖାନାରେ ସହାୟତା କେନ୍ଦ୍ର ଖୋଲି ଚିକିତ୍ସିତ ଯାତ୍ରୀମାନଙ୍କ ସଂପର୍କୀୟ ଓ ପରିବାର ସଦସ୍ୟଙ୍କୁ ଚିକିତ୍ସା ପାଇଁ ଆବଶ୍ୟକ ରକ୍ତ,ଔଷଧ, ରିଲିଫ ଓ ଆବଶ୍ୟକୀୟ ଅନ୍ୟାନ୍ୟ ସହଯୋଗ କରିବା ପାଇଁ ମଧ୍ୟ କହିଥିଲେ ।

Also Read

ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରଥମେ କଟକ ଏସସିବି ମେଡିକାଲ କଲେଜ ଯାଇ ଚିକିତ୍ସିତ ହେଉଥିବା ଯାତ୍ରୀମାନଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ । ଏହାପରେ ଭଦ୍ରକ, ସୋର, ବାଲେଶ୍ୱର ଯାଇ ମେଡିକାଲରେ ଚିକିତ୍ସିତ ହେଉଥିବା ଯାତ୍ରୀମାନଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ । ଶ୍ରୀ ସାମଲ ଦୁର୍ଘଟଣାସ୍ଥଳକୁ ଯାଇ ଘଟଣା ସଂପର୍କରେ ବୁଝିବା ସହ ଏଭଳି ଦୁଃଖଦ ସମୟରେ ସମସ୍ତ ପ୍ରକାରର ସହାୟତା ସହଯୋଗ କରିବା ପାଇଁ ଦଳୀୟ ପଦାଧିକାରୀ ଓ କର୍ମୀମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story