ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ଆଜି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଆଜି ଭୁବନେଶ୍ୱରରେ ପହଂଚିବା ପରେ ଜଷ୍ଟିସ ଚନ୍ଦ୍ରଚୂଡ଼ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୂଜାର୍ଚ୍ଚନା କରିଛନ୍ତି । ସେ ଆସନ୍ତାକାଲି କଟକରେ ଏକ ଜାତୀୟ ସମ୍ମିଳନୀରେ ଯୋଗ ଦେଇ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।
Also Read
ସୂଚନା ଅନୁସାରେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ଼ ଆଜି ଭୁବନେଶ୍ୱରରୁ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୂଜାର୍ଚ୍ଚନା କରିଥିଲେ । ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ ସହ ରାଜ୍ୟ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ପୁରୀ ଗସ୍ତ କରିଥିଲେ । ଜଷ୍ଟିସ ଚନ୍ଦ୍ରଚୂଡ଼ ଆସନ୍ତାକାଲି କଟକସ୍ଥିତ ଓଡ଼ିଶା ଜୁଡିସିଆଲ ଏକାଡେମୀ ପରିସରରେ ‘ଡିଜିଟାଇଜେସନ, ପେପରଲେସ୍ କୋର୍ଟ ଆଣ୍ଡ ଇ-ଇନିସିଏଟିଭି’ ଶୀର୍ଷକ ଜାତୀୟ ସମ୍ମିଳନୀରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ଜଷ୍ଟିସ ଚନ୍ଦ୍ରଚୂଡ଼ ଗତ ଫେବୃୟାରୀ ମାସରେ ରାଜ୍ୟର ୧୦ଟି ଜିଲ୍ଲାରେ ‘ଭର୍ଚୁଆଲ ହାଇକୋର୍ଟ’ର ଭର୍ଚୁଆଲ ଉଦଘାଟନ ମଧ୍ୟ କରିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Miscellaneous
ନବୀନ ନିବାସ ଆଗ ରାସ୍ତାରୁ ହଟିବ ଅବରୋଧ?
ପୋଖରୀପୁଟରୁ ପୂନାମା ଗେଟ୍ ଓ ନବୀନ ନିବାସ ପର୍ଯ୍ୟନ୍ତ ଯାଇଥିବା ରାସ୍ତା ଚଉଡ଼ା ହେଉଛି। ଏଥିପାଇଁ ଏବେ ଏୟାରପୋର୍ଟକୁ ଲାଗିଥିବା ଅବରୋଧଗୁଡ଼ିକୁ ହଟାଯାଉଛି।
Miscellaneous
ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ
ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ।