ରେରା ନୂଆ ସଦସ୍ୟ ହେଲେ ଗୋପାଳ ଚନ୍ଦ୍ର ପଟ୍ଟନାୟକ

ଓଡ଼ିଶା ରିଏଲ ଇଷ୍ଟେଟ୍ ରେଗୁଲେଟାରୀ ଅଥରିଟି(ରେରା)ର ନୂଆ ସଦସ୍ୟ ଭାବେ ଅବସରପ୍ରାପ୍ତ ଜିଲ୍ଲା ଜଜ୍ ଗୋପାଳ ଚନ୍ଦ୍ର ପଟ୍ଟନାୟକଙ୍କୁ ନିଯୁକ୍ତି ମିଳିଛି ।

rera PhotoOR

representational image

Ordigital Desk
  • Published: Tuesday, 04 April 2023
  • Updated: 04 April 2023, 10:52 PM IST

Sports

Latest News

ଓଡ଼ିଶା ରିଏଲ ଇଷ୍ଟେଟ୍ ରେଗୁଲେଟାରୀ ଅଥରିଟି(ରେରା)ର ନୂଆ ସଦସ୍ୟ ଭାବେ ଅବସରପ୍ରାପ୍ତ ଜିଲ୍ଲା ଜଜ୍ ଗୋପାଳ ଚନ୍ଦ୍ର ପଟ୍ଟନାୟକଙ୍କୁ ନିଯୁକ୍ତି ମିଳିଛି । ଆଜି ଏନେଇ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।

ସୂଚନା ଅନୁସାରେ ଜଷ୍ଟିସ ବି ଆର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଚୟନ କମିଟି ଦ୍ୱାରା  ଅବସରପ୍ରାପ୍ତ ଜିଲ୍ଲା ଜଜ୍ ଶ୍ରୀ ପଟ୍ଟନାୟକଙ୍କୁ ରେରା ସଦସ୍ୟ ଭାବେ ଚୟନ କରାଯାଇଛି । ଶ୍ରୀ ପଟ୍ଟନାୟକ ୬୫ବର୍ଷ ବୟସ ହେବା ପର୍ଯ୍ୟନ୍ତ ଅବା ଏହି ପଦବୀରେ କାର୍ଯ୍ୟ କରିପାରିବେ । ରେରା ସଦସ୍ୟଙ୍କୁ ରାଜ୍ୟ ସରକାରଙ୍କ ପ୍ରମୁଖ ସଚିବ ପାହ୍ୟାର ସୁବିଧା ସୁଯୋଗ ମିଳିଥାଏ । ଏବେ ରେରା ଅଧ୍ୟକ୍ଷ ଭାବେ ସିଦ୍ଧାନ୍ତ ଦାସ କାର୍ଯ୍ୟ କରୁଥିବାବେଳେ ସଦସ୍ୟ ଭାବେ ଅବସରପ୍ରାପ୍ତ ଆଇଏଏସ୍ ପ୍ରଦୀପ କୁମାର ବିଶ୍ୱାଳ ଅଛନ୍ତି ।

Also Read

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story