ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବଢ଼ିଲା, ଏପ୍ରିଲ ପହିଲାରୁ ଲାଗୁ

ଶ୍ରମିକମାନଙ୍କର ଦୈନିକ ମଜୁରୀରେ ପରିବର୍ତ୍ତନଶୀଳ ମହଙ୍ଗା ଭତ୍ତା(ଭିଡିଏ)ରେ ୧୨ଟଙ୍କା ବୃଦ୍ଧି ହୋଇଛି ।

Workers PhotoIndiaSpend

Representational Image

Ordigital Desk
  • Published: Thursday, 06 April 2023
  • Updated: 06 April 2023, 09:00 PM IST

Sports

Latest News

ରାଜ୍ୟ ସରକାର ସବୁ ବର୍ଗର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି । ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀରେ ୧୨ଟଙ୍କା ବୃଦ୍ଧି ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ବର୍ଦ୍ଧିତ ମଜୁରୀ ପିଛିଲା ଭାବେ ଏପ୍ରିଲ ପହିଲାରୁ କାର୍ଯ୍ୟକାରୀ ହେବ ।

ଆଜି ରାଜ୍ୟ ଶ୍ରମ କମିଶନରଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରମିକମାନଙ୍କର ଦୈନିକ ମଜୁରୀରେ ପରିବର୍ତ୍ତନଶୀଳ ମହଙ୍ଗା ଭତ୍ତା(ଭିଡିଏ)ରେ ୧୨ଟଙ୍କା ବୃଦ୍ଧି ହୋଇଛି । ଏହି ବର୍ଦ୍ଧିତ ଭିଡିଏ ଯୋଗୁ ଅଣକୁଶଳୀଙ୍କ ଶ୍ରମିକଙ୍କ  ଦୈନିକ ସର୍ବନିମ୍ନ ମଜୁରୀ ୩୩୩ ଟଙ୍କାରୁ ୩୪୫ଟଙ୍କାକୁ ବୃଦ୍ଧି ପାଇଥିବାବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୭୩ରୁ ୩୮୫ଟଙ୍କା, କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ପରିମାଣ ୪୨୩ରୁ ୪୩୫ଟଙ୍କା ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ପରିମାଣ ୪୮୩ରୁ ୪୯୫ଟଙ୍କାକୁ ବୃଦ୍ଧି ପାଇଛି । ରାଜ୍ୟ ସରକାର ଶେଷଥର ପାଇଁ ୨୦୨୨ ଅକ୍ଟୋବର ୧ତାରିଖରେ ଶ୍ରମିକମାନଙ୍କ ସର୍ବନିମ୍ନ ମଜୁରୀକୁ ବୃଦ୍ଧି କରିଥିଲେ ।

Also Read

ସୂଚନାଯୋଗ୍ୟ, ରାଜ୍ୟ ସରକାର ଶ୍ରମିକମାନଙ୍କ ସ୍ୱାର୍ଥରେ ପ୍ରତି ୬ମାସରେ ପରିବର୍ତ୍ତନଶୀଳ ମହଙ୍ଗା ଭତ୍ତାକୁ ସଂଶୋଧନ କରିଥାନ୍ତି । ରାଜ୍ୟ ସର୍ବନିମ୍ନ ମଜୁରୀ ପରାମର୍ଶଦାତା ବୋର୍ଡର ପରାମର୍ଶରେ ରାଜ୍ୟ ସରକାର ଏହି ଦୈନିକ ସର୍ବନିମ୍ନ ମଜୁରୀ ପରିଣାମକୁ ବୃଦ୍ଧି କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story