ଆଇଏଏସ ବଦଳି: ସତ୍ୟବ୍ରତ ସାହୁ ହେଲେ ସ୍ୱତନ୍ତ୍ର ରିଲିଫ କମିଶନର

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀ ସାହୁ ପୂର୍ବଭଳି ଅତିରିକ୍ତ ଦାୟିତ୍ୱ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସମେତ ସ୍ୱତନ୍ତ୍ର ରିଲିଫ କମିଶନର ଦାୟିତ୍ୱରେ ରହିବେ ।

loka seva bhawan PhotoOR

ଲୋକସେବା ଭବନ

Ordigital Desk
  • Published: Friday, 24 March 2023
  • Updated: 24 March 2023, 10:01 PM IST

ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ୧୯୯୧ ବ୍ୟାଚ୍ ଆଇଏଏସ ସତ୍ୟବ୍ରତ ସାହୁ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

Also Read

ସେହିପରି ୧୯୯୫ ବ୍ୟାଚ୍ ଆଇଏଏସ୍ ସୁଶୀଲ କୁମାର ଲୋହାନୀଙ୍କୁ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି । ସେ ଅତିରିକ୍ତ ଭାବେ ଅବକାରୀ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରିବେ ।

ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ତଥା ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜୟ କୁମାର ସିଂ ମଧ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ ଜାରି ରଖିବେ । ତାଙ୍କୁ ଅତିରିକ୍ତ ଦାୟିତ୍ୱ ଭାବେ ଶକ୍ତି ବିଭାଗର ପ୍ରମୁଖ ସଚିବ ଏବଂ ବାଣିଜ୍ୟକର ଓ ଜିଏସଟି କମିଶନର ଦାୟିତ୍ୱ ନ୍ୟସ୍ତ ହୋଇଛି ।

ସେହିପରି ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ୨୦୦୭ ବ୍ୟାଚ୍ ଆଇଏଏସ୍ ଜ୍ଞାନରଞ୍ଜନ ଦାସ ଅତିରିକ୍ତ ଭାବେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ ।

ସୂଚନାଯୋଗ୍ୟ, ଶକ୍ତି ଓ ଅବକାରୀ ବିଭାଗର ପ୍ରମୁଖ ସଚିବ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତି ମିଳିବା ପରେ ତାଙ୍କ ପାଖରେ ଥିବା ବିଭିନ୍ନ ଦାୟିତ୍ୱ ଅନ୍ୟ ଅଫିସରମାନଙ୍କୁ ନ୍ୟସ୍ତ ହୋଇଛି । ଶ୍ରୀ ଧଳଙ୍କ ନିଯୁକ୍ତି ପରେ ସୁଶୀଲ କୁମାର ଲୋହାନୀଙ୍କୁ ରାଜ୍ୟକୁ ଫେରାଇ ଦିଆଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story