ମହା ଶିବରାତ୍ରୀ ପାଇଁ ନୀତିନିର୍ଘଣ୍ଟ: ରାତି ୧୦ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଜାଗର ଯାତ୍ରା ଅବସରରେ ସୁରକ୍ଷା ବ୍ୟବସ୍ଥା ପାଇଁ କମିଶନରେଟ୍ ପୁଲିସ୍ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ମହା ଶିବରାତ୍ରିରେ ସର୍ବାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡକୁ ଆଖି ଆଗରେ ରଖି ପ୍ରସ୍ତୁତି କରିଛି କମିଶନରେଟ୍ ପୁଲିସ୍।

Lingaraj temple PhotoOR

ଲିଙ୍ଗରାଜ ମନ୍ଦିର

Tapaswini Nayak
  • Published: Thursday, 16 February 2023
  • Updated: 16 February 2023, 10:55 AM IST

Sports

Latest News

ଆଉ ଦିନକ ପରେ ଶିବରାତ୍ରୀ। ରାଜ୍ୟର ବିଭିନ୍ନ ଶୈବ ପୀଠରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି।
ଶ୍ରୀ ଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ନୀତିନିର୍ଘଣ୍ଟ ସ୍ଥିର ହୋଇଛି। ଏଥର ରାତି ୧୦ଟାରେ ମହାଦୀପ ଉଠିବା ନେଇ ଶ୍ରୀ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ୍ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ମହାଦୀପ ଉଠିବା ପରେ ରାତି ୧୦ରୁ ୧୧ଟା ପର୍ଯ୍ୟନ୍ତ ସାହାଣମେଲା  ଦର୍ଶନ ନୀତି ରହିଛି। ରାତି ସାଢ଼େ ୩ରୁ ସାଢେ ୪ଟା ମଧ୍ୟରେ ହରିହର ଭେଟ ଏବଂ ପରେ ବଡସିଂହାର  ଓ ପହୁଡ଼ ନୀତି ସମ୍ପନ୍ନ ହେବ।

Also Read

ଅନ୍ୟପକ୍ଷରେ ଜାଗର ଯାତ୍ରା ଅବସରରେ ସୁରକ୍ଷା ବ୍ୟବସ୍ଥା ପାଇଁ କମିଶନରେଟ୍ ପୁଲିସ୍ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ମହା ଶିବରାତ୍ରିରେ ସର୍ବାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡକୁ ଆଖି ଆଗରେ ରଖି ପ୍ରସ୍ତୁତି କରିଛି କମିଶନରେଟ୍ ପୁଲିସ୍। ପ୍ରସ୍ତୁତି ବୈଠକରେ ପୁଲିସ କମିଶନର, ସେବାୟତ, ଜଟଣୀ ବିଧାୟକ ସୁର ରାଉତରାୟ, ବିଜେପି ନେତା ବାବୁସିଂ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ସମସ୍ତଙ୍କ ସହଯୋଗ ଲୋଡିଥିଲା କମିଶନରେଟ୍ ପୁଲିସ। ବୈଠକରେ  ଟ୍ରାଫିକ ଓ ପାର୍କିଂକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story