ପ୍ରଥମ ଶ୍ରେଣୀରେ ନାମଲେଖା ବୟସ: ସ୍ପଷ୍ଟୀକରଣ ଦେଲା ଗଣଶିକ୍ଷା ବିଭାଗ

ଥମ ଶ୍ରେଣୀରେ ନାମଲେଖା ବୟସକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ରହିଥିବା ତଫାତ ଯୋଗୁ ସାଧାରଣରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା ।

CHALK AND SLATE PhotoGoogle

Representational Image

Ordigital Desk
  • Published: Thursday, 06 April 2023
  • Updated: 06 April 2023, 10:38 PM IST

ଚଳିତ ଶିକ୍ଷା ବର୍ଷରେ ପ୍ରଥମ ଶ୍ରେଣୀରେ ନାମଲେଖା ବୟସକୁ ନେଇ ରହିଥିବା ଦ୍ୱନ୍ଦ୍ୱକୁ ଦୂର କରିବା ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଜାରି ହୋଇଛି । ଚଳିତ ଶିକ୍ଷାବର୍ଷରେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ପିଲାଙ୍କ ବୟସ ଚଳିତବର୍ଷ ମାର୍ଚ୍ଚ ୩୧ତାରିଖ ସୁଦ୍ଧା ୫ରୁ ୭ବର୍ଷ ଧାର୍ଯ୍ୟ କରାଯାଇଛି । ତେବେ କେନ୍ଦ୍ର ସରକାର ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ସର୍ବନିମ୍ନ ବୟସ ୬ବର୍ଷ ଧାର୍ଯ୍ୟ କରିଛନ୍ତି । ପ୍ରଥମ ଶ୍ରେଣୀରେ ନାମଲେଖା ବୟସକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ରହିଥିବା ତଫାତ ଯୋଗୁ ସାଧାରଣରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା ।

ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ ଚଳିତ ଶିକ୍ଷାବର୍ଷରେ ପ୍ରଥମ ଶ୍ରେଣୀରେ ନାମଲେଖା ବୟସକୁ ନେଇ ଜିଲ୍ଲା ଓ ବ୍ଲକସ୍ତରରେ ତଥା ଶିକ୍ଷକ,ଶିକ୍ଷୟିତ୍ରୀମାନଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଉପୁଜିଥିଲା । ଯାହାଫଳରେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ପିଲାଙ୍କ ଅଭିଭାବକମାନେ ବି ଦ୍ୱନ୍ଦ୍ୱରେ ପଡ଼ିଥିଲେ । ଏହି ଦ୍ୱନ୍ଦ୍ୱକୁ ଦୂର କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି ହୋଇଛି । ଚଳିତ ଶିକ୍ଷା ବର୍ଷରେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ବୟସସୀମା ସର୍ବନିମ୍ନ ୫ବର୍ଷ ଓ ସର୍ବାଧିକ ୭ବର୍ଷ ଧାର୍ଯ୍ୟ ହୋଇଛି । ତେବେ ଦିବ୍ୟାଙ୍ଗ ପିଲାଙ୍କ କ୍ଷେତ୍ରରେ ଏହି ବୟସସୀମା ସର୍ବାଧିକ ୯ବର୍ଷ ରହିଛି ।

Also Read

ସୂଚନାଯୋଗ୍ୟ, କେନ୍ଦ୍ର ସରକାର ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ବୟସସୀମା ସର୍ବନିମ୍ନ ୬ ବର୍ଷ ଧାର୍ଯ୍ୟ କରିଥିବାବେଳେ ରାଜ୍ୟ ସରକାର ସର୍ବନିମ୍ନ ୫ବର୍ଷ କରିଥିଲେ । ଯାହାକୁ ନେଇ ଶିକ୍ଷକ ଓ ଅଭିଭାବକ ମହଲରେ ଦ୍ୱନ୍ଦ୍ୱ ଉପୁଜିଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story