/odisha-reporter/media/post_attachments/uploadimage/library/16_9/16_9_0/IMAGE_1683883768.jpg)
Mohan Bhagabat
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସରସଂଘ ଚାଳକ ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସେ ସିଧାସଳଖ କଟକ ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିଥିଲେ। କେଶବଧାମରେ ଆୟୋଜିତ ସଂଘର ଶିକ୍ଷାବର୍ଗ ପ୍ରଶିକ୍ଷଣ ଶିବିରରେ ସେ ଯୋଗଦେବେ। ସେଠାରେ ସେ ୪ ଦିନ ଅବସ୍ଥାନ କରିବେ। ସେଠାରେ କୌଣସି ସାର୍ବଜନୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ନାହିଁ। ମୋହନ ଭାଗବତଙ୍କ ଏହି ପ୍ରବାସ କେବଳ ସାଙ୍ଗଠନିକ କାର୍ଯ୍ୟ ପାଇଁ ଉଦ୍ଦିଷ୍ଟ। ମେ’ ୧୫ ତାରିଖରେ ଫେରିଯିବେ ମୋହନ ଭାଗବତ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
