ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସରସଂଘ ଚାଳକ ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସେ ସିଧାସଳଖ କଟକ ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିଥିଲେ। କେଶବଧାମରେ ଆୟୋଜିତ ସଂଘର ଶିକ୍ଷାବର୍ଗ ପ୍ରଶିକ୍ଷଣ ଶିବିରରେ ସେ ଯୋଗଦେବେ। ସେଠାରେ ସେ ୪ ଦିନ ଅବସ୍ଥାନ କରିବେ। ସେଠାରେ କୌଣସି ସାର୍ବଜନୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ନାହିଁ। ମୋହନ ଭାଗବତଙ୍କ ଏହି ପ୍ରବାସ କେବଳ ସାଙ୍ଗଠନିକ କାର୍ଯ୍ୟ ପାଇଁ ଉଦ୍ଦିଷ୍ଟ। ମେ’ ୧୫ ତାରିଖରେ ଫେରିଯିବେ ମୋହନ ଭାଗବତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Miscellaneous
ନବୀନ ନିବାସ ଆଗ ରାସ୍ତାରୁ ହଟିବ ଅବରୋଧ?
ପୋଖରୀପୁଟରୁ ପୂନାମା ଗେଟ୍ ଓ ନବୀନ ନିବାସ ପର୍ଯ୍ୟନ୍ତ ଯାଇଥିବା ରାସ୍ତା ଚଉଡ଼ା ହେଉଛି। ଏଥିପାଇଁ ଏବେ ଏୟାରପୋର୍ଟକୁ ଲାଗିଥିବା ଅବରୋଧଗୁଡ଼ିକୁ ହଟାଯାଉଛି।
Miscellaneous
ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ
ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ।
Weather
୧୪ରୁ ରାଜ୍ୟର ଏହି ସବୁ ସ୍ଥାନରେ ହୋଇପାରେ ବର୍ଷା
ଆଗାମୀ ଦୁଇ-ତିନି ଦିନ ସର୍ବାଧିକ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ବୃଦ୍ଧି ହେବ।