ଅବସର ନେଲେ ମୋନା ଶର୍ମା ଓ ନିକୁଞ୍ଜ ସୁନ୍ଦରାୟ: ସତ୍ୟବ୍ରତ ଓ ଚିତ୍ରାଙ୍କୁ ଅତିରିକ୍ତ ଦାୟିତ୍ୱ

ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାର ଦୁଇ ଅଧିକାରୀ ତଥା ବରିଷ୍ଠ ଆଇଏଏସ୍ ମୋନା ଶର୍ମା ଓ ନିକୁଞ୍ଜ ସୁନ୍ଦରାୟ ଆଜି ସରକାରୀ ଚାକିରିରୁ ଅବସର ନେଇଛନ୍ତି ।

Loka Seva Bhawan PhotoOR

ଓଡ଼ିଶା ଲୋକସେବା ଭବନ

Ordigital Desk
  • Published: Friday, 31 March 2023
  • Updated: 31 March 2023, 08:50 PM IST

Sports

Latest News

ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାର ଦୁଇ ଅଧିକାରୀ ତଥା ବରିଷ୍ଠ ଆଇଏଏସ୍ ମୋନା ଶର୍ମା ଓ ନିକୁଞ୍ଜ ସୁନ୍ଦରାୟ ଆଜି ସରକାରୀ ଚାକିରିରୁ ଅବସର ନେଇଛନ୍ତି । ଶ୍ରୀମତୀ ଶର୍ମା ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବାବେଳେ ଶ୍ରୀ ସୁନ୍ଦରାୟ ସାଧାରଣ ଉଦ୍ୟୋଗ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିଲେ । ଏହି ଦୁଇ ବରିଷ୍ଠ ଆଇଏଏସଙ୍କ ଅବସର ପରେ ରାଜ୍ୟ ସରକାର ଆଜି ଆଇଏଏସ୍ ସତ୍ୟବ୍ରତ ସାହୁ ଓ ଚିତ୍ରା ଅରୁମୁଗମଙ୍କୁ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୧ ବ୍ୟାଚ୍ ବରିଷ୍ଠ ଆଇଏଏସ୍ ସତ୍ୟବ୍ରତ ସାହୁ ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଶ୍ରୀ ସାହୁ ଏବେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏହାସହିତ ସେ ଅତିରିକ୍ତ ଦାୟିତ୍ୱ ଭାବେ ସ୍ୱତନ୍ତ୍ର ରିଲିଫ କମିଶନର ଓ ରାଜ୍ୟ ଓଡ଼ିଆ ଭାଷା ସଂସ୍କୃତି ବିଭାଗର ଅତରିକ୍ତ ମୁଖ୍ୟ ସଚିବ ଭାବେ ଦାୟିତ୍ୱ ତୁଲାଉଛନ୍ତି ।

Also Read

ସେହିପରି ୧୯୯୫ ବ୍ୟାଚ୍ ଆଇଏଏସ୍ ଚିତ୍ରା ଅରୁମୁଗମ ଏବେ ଯୋଜନା ଓ ସଂଯୋଜନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟରତ ଅଛନ୍ତି । ତାଙ୍କୁ ଅତିରିକ୍ତ ଭାବେ ସାଧାରଣ ଉଦ୍ୟୋଗ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ନ୍ୟସ୍ତ ହୋଇଛି ।

ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୨୪ତାରିଖରେ ରାଜ୍ୟ ସରକାର ବରିଷ୍ଠ ଆଇଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story