ଆଜି ପ୍ରକାଶ ପାଇବ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ରେଜଲ୍ଟ। ପୂର୍ବାହ୍ନ ୧୧ଟାରେ ରେଜଲ୍ଟ ପ୍ରକାଶ ପାଇବ। ଓଜେଇଇ ୱେବସାଇଟ ଜରିଆରେ ମିଳିବ ପରୀକ୍ଷା ଫଳ। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା କରିବା ପରେ ଛାତ୍ରଛାତ୍ରୀମାନେ WWW.OJEE.NIC.INରେ ନିଜର ପରୀକ୍ଷା ଫଳ ପାଇ ପାରିବେ।
ଗତ ମେ’ ୮ରୁ ୧୫ ପର୍ଯ୍ୟନ୍ତ ହୋଇଥିଲା ଓଜେଇଇ ପରୀକ୍ଷା। ପ୍ରାୟ ୫୬ ହଜାର ପିଲା ପରୀକ୍ଷା ଦେଇଥିଲେ। ଲାଟରାଲ ଏଣ୍ଟ୍ରି, ଏମଟେକ୍, ଏମବିଏ, ଏମସିଏ ଭଳି ପ୍ରଫେସନାଲ କୋର୍ସରେ ଆଡମିଶନ ଲାଗି ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।
ରାଜ୍ୟ ଭିତରେ ୪୦ଟି ଏବଂ ରାଜ୍ୟ ବାହାରେ ୩ଟି ମୋଟ ୪୩ଟି କେନ୍ଦ୍ରରେ ହୋଇଥିଲା ପରୀକ୍ଷା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ
ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ।
Weather
୧୪ରୁ ରାଜ୍ୟର ଏହି ସବୁ ସ୍ଥାନରେ ହୋଇପାରେ ବର୍ଷା
ଆଗାମୀ ଦୁଇ-ତିନି ଦିନ ସର୍ବାଧିକ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ବୃଦ୍ଧି ହେବ।
Miscellaneous
ମଙ୍ଗଳବାରଠାରୁ ଓଡ଼ିଶାରେ ଗଡ଼ିବ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ
ସପ୍ତାହକୁ ୬ ଦିନ ଏହା ଚାଲିବ। କେବଳ ଶନିବାର ଏହା ଯାତ୍ରା କରିବ ନାହିଁ।
Politics
କଂଗ୍ରେସରେ ମିଶିଲେ ପୂର୍ବତନ ବିଧାୟକ ସୁଦର୍ଶନ ଜେନା
୨୦୦୯ରେ ସୁଦର୍ଶନ ଜେନା ବିଜେଡି ଟିକେଟରେ ରେମୁଣାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
Politics
ମନମୋହନ ଓ ବିଜୟପାଲଙ୍କ କଥାକୁ ଦୋହରାଇଲେ ଲତା ଉସେଣ୍ଡି
ଦୁଇ ଦିନ ତଳେ ଦିଲ୍ଲୀରୁ ଫେରିବା ପରେ କ’ଣ କହିଥିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ?