ଶହୀଦ ଦେବାଶିଷ ବିଶ୍ୱାଳଙ୍କ ପରିବାରକୁ ୨୫ଲକ୍ଷ ଟଙ୍କା ଅନୁକମ୍ପା ସହାୟତା

ଜାମ୍ମୁ କାଶ୍ମୀରର ପୁଞ୍ଝଠାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳଙ୍କ ପରିବାରକୁ ୨୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯିବ ।

Debashish Biswal PhotoOR

ଦେବାଶିଷ ବିଶ୍ୱାଳ ଓ ତାଙ୍କ ପତ୍ନୀ

Ordigital Desk
  • Published: Friday, 21 April 2023
  • Updated: 21 April 2023, 10:43 PM IST

Sports

Latest News

ଜାମ୍ମୁ କାଶ୍ମୀରର ପୁଞ୍ଝଠାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳଙ୍କ ପରିବାରକୁ ୨୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଶହୀଦ ଦେବାଶିଷଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ତାଙ୍କ ପରିବାର ସଦସ୍ୟଙ୍କୁ ଧୈର୍ଯ୍ୟ ଓ ସାହାସ ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ।

Also Read

ସୂଚନାଯୋଗ୍ୟ, ଶ୍ରୀ ବିଶ୍ୱାଳଙ୍କ ଘର ପୁରୀ ଜିଳ୍ଲା ସାକ୍ଷୀଗୋପାଳ ନିକଟସ୍ଥ ଅଳଗୁମ ଗାଁରେ । ତାଙ୍କର ପତ୍ନୀ ଓ ୭ମାସର ସନ୍ତାନ ମଧ୍ୟ ଅଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story