ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କେନ୍ଦୁପତ୍ର ହିତାଧିକାରୀଙ୍କୁ ମିଳିବ ୧୧୧ କୋଟିର ସହାୟତା ରାଶି

ଦ୍ୱିତୀୟ ପର୍ଯ୍ୟାୟରେ କେନ୍ଦୁପତ୍ର ହିତାଧିକାରୀଙ୍କୁ ୧୧୧ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

କେନ୍ଦୁ ପତ୍ର ।

କେନ୍ଦୁ ପତ୍ର ।

Ordigital Desk
  • Published: Friday, 05 May 2023
  • Updated: 05 May 2023, 12:25 PM IST

Sports

Latest News

କେନ୍ଦୁପତ୍ର ହିତାଧିକାରୀଙ୍କୁ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ସହାୟତା ରାଶି । ଦ୍ୱିତୀୟ ପର୍ଯ୍ୟାୟରେ କେନ୍ଦୁପତ୍ର ହିତାଧିକାରୀଙ୍କୁ ୧୧୧ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ।

ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି । ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ । ଗୋଟିଏ ଫସଲ ବର୍ଷରେ ଏପରି ସହାୟତା ଏକ ସର୍ବକାଳୀନ ରେକର୍ଡ ।

ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ୱାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ।

Also Read

ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣି ବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।

କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ।

ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀମାନଙ୍କୁ ୮୩ କୋଟି ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁପତ୍ର ହିତାଧିକାରୀମାନେ ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି । ସେମାନଙ୍କ ଜୀବନଧାରଣ ମାନର ଉନ୍ନତି ନିମନ୍ତେ ଏହି ଘୋଷଣା ସହାୟକ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story