ଶିକ୍ଷକତା ଆବେଦନକାରୀଙ୍କ ପାଇଁ ଖୁସି ଖବର, ଥରେ ମାତ୍ର ଓଟିଇଟି ପାସ୍ କରିବାକୁ ହେବ

ଯେଉଁ ପ୍ରାର୍ଥୀ ଥରେ ଓଟିଇଟିରେ ସଫଳ ହେବେ ସେ ଶିକ୍ଷକତା ପାଇଁ ଆବେଦନ କରିବାକୁ ଯୋଗ୍ୟ ବିବେଚିତ ହେବେ।

OTET has to be passed only once PhotoOR

ରାଜ୍ୟ ସରକାର କରିଥିବା ଘୋଷଣା

Niranjan Mishra
  • Published: Friday, 12 May 2023
  • Updated: 12 May 2023, 04:26 PM IST

Sports

Latest News

ଶିକ୍ଷକତା ପାଇଁ ଆବେଦନ କରୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର। ଥରେ ଓଟିଇଟି(ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ)ରେ ସଫଳ ହେଲେ ଆଉ ପରୀକ୍ଷା ଦେବାକୁ ପଡ଼ିବ ନାହିଁ। ପୂର୍ବରୁ ଓଟିଇଟିର ବୈଧତା ୭ ବର୍ଷ ଥିବା ବେଳେ ରାଜ୍ୟ ସରକାର ଏହାକୁ ଲାଇଫ ଟାଇମ ପାଇଁ ବଢ଼ାଇ ଦେଇଛନ୍ତି।

ଯେଉଁ ପ୍ରାର୍ଥୀ ଥରେ ଓଟିଇଟିରେ ସଫଳ ହେବେ ସେ ଶିକ୍ଷକତା ପାଇଁ ଆବେଦନ କରିବାକୁ ଯୋଗ୍ୟ ବିବେଚିତ ହେବେ। ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଶିକ୍ଷକତା ପାଇଁ ଓଟିଇଟିରେ ଯୋଗ୍ୟ ପ୍ରାର୍ଥୀ ଆବେଦନ କରିପାରିବେ। 

Also Read

ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story