୧୭ରୁ ଖୋଲିବ ସ୍କୁଲ, ଦିନ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା

ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଗତ ୧୨ତାରିଖରୁ ବନ୍ଦ ରହିଥିବା ସମସ୍ତ ସ୍କୁଲ ଆସନ୍ତା ୧୭ତାରିଖରୁ ଖୋଲିବ ।

School PhotoOR

representational image

Ordigital Desk
  • Published: Saturday, 15 April 2023
  • Updated: 15 April 2023, 08:52 PM IST

Sports

Latest News

ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଗତ ୧୨ତାରିଖରୁ ବନ୍ଦ ରହିଥିବା ସମସ୍ତ ସ୍କୁଲ ଆସନ୍ତା ୧୭ତାରିଖରୁ ଖୋଲିବ । ତେବେ ସ୍କୁଲରେ ପାଠପଢ଼ା ସକାଳ ସାଢ଼େ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ । ଏଥିପାଇଁ ଆଜି ସ୍କୁଲ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।

ମିଳିଥିବା ସୂଚନା ଅନୁସାରେ, ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଆସନ୍ତା ଏପ୍ରିଲ ୧୭ତାରିଖ ସୋମବାରଠାରୁ ରାଜ୍ୟର ସମସ୍ତ ସ୍କୁଲରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ସାଢ଼େ ୬ଟାରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକ ପାଇଁ ଏହି ସମୟ ନିର୍ଘଣ୍ଟ କରାଯାଇଛି ।  ତେବେ ଜିଲ୍ଲାପାଳମାନେ ଚାହିଁଲେ ଗ୍ରୀଷ୍ମପ୍ରବାହର ସ୍ଥିତିକୁ ଦେଖି ସେମାନଙ୍କ ଜିଲ୍ଲାର ସ୍କୁଲଗୁଡ଼ିକର ସମୟ ନିର୍ଘଣ୍ଟରେ ଆବଶ୍ୟକ ପରିବର୍ତ୍ତନ କରିପାରିବେ । ସ୍କୁଲଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରିବା ପାଇଁ ମଧ୍ୟ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Also Read

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୧ତାରିଖରେ ଜାପାନ ଗସ୍ତରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତିର ସମୀକ୍ଷା କରିବା ସହ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ୧୨ରୁ ୧୬ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଥିଲେ । ରାଜ୍ୟରେ ଏବେବି ଗ୍ରୀଷ୍ମପ୍ରବାହ ଲାଗି ରହିଥିବାବେଳେ ସ୍କୁଲ ଖୋଲିବ କି ନାହିଁ ସେ ନେଇ ଅନିଶ୍ଚିତତା ଲାଗି ରହିଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story