Advertisment

ଆଜି ଅନ୍ତର୍ଜାତୀୟ ମହିଳା ଦିବସ

ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ମହିଳା ଦିବସ ଭାବେ ପାଳନ କରାଯାଇଥାଏ। ଏହି ଦିନ ମହିଳାମାନଙ୍କୁ ସମ୍ମାନ ଜଣାଇବା ସହ ସେମାନଙ୍କର ତ୍ୟାଗ ଏବଂ ପରିଶ୍ରମକୁ ସ୍ୱୀକୃତି ଓ ସମ୍ବର୍ଦ୍ଧନା ଦିଆଯାଇଥାଏ।

ଅଦ୍ୟତନ ହୋଇଛି
womens day

womens day

Advertisment

ଆଜି ଅନ୍ତର୍ଜାତୀୟ ମହିଳା ଦିବସ, ମହିଳାଙ୍କ ପାଇଁ ଦିନଟିଏ । ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରତି ସମ୍ମାନ ଓ ଭଲପାଇବା ଜଣାଇବା ପାଇଁ ପାଳନ କରାଯାଇଥାଏ ଅନ୍ତର୍ଜାତୀୟ ମହିଳା ଦିବସ। ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ମହିଳା ଦିବସ ଭାବେ ପାଳନ କରାଯାଇଥାଏ। ଏହି ଦିନ ମହିଳାମାନଙ୍କୁ ସମ୍ମାନ ଜଣାଇବା ସହ ସେମାନଙ୍କର ତ୍ୟାଗ ଏବଂ ପରିଶ୍ରମକୁ ସ୍ୱୀକୃତି ଓ ସମ୍ବର୍ଦ୍ଧନା ଦିଆଯାଇଥାଏ। କିଛି କିଛି କାର୍ଯ୍ୟାଳୟ ଓ ଅନୁଷ୍ଠାନରେ ମହିଳା କର୍ମଚାରୀଙ୍କୁ ଉପହାର ପ୍ରଦାନ କରିବା ସହ ସାଜସଜ୍ଜା ବି ହୋଇଥାଏ ।

Advertisment

କେବଳ ଭାରତରେ ନୁହେଁ, ବିଦେଶରେ ମଧ୍ୟ ମହିଳା ଦିବସ ବେଶ ଧୁମଧାମରେ ପାଳନ କରାଯାଇଥାଏ

ସୂଚନା ଅନୁଯାୟୀ, ଭୁବନେଶ୍ୱର ସ୍ଥିତ ଓଟିଭି ମୁଖ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ମହିଳା ଦିବସ ଧୁମଧାମରେ ସେଲିବ୍ରେଟ୍ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଟେଲିଭିଜନ୍ ନେଟୱର୍କର ଏମଡି ଜଗି ମଙ୍ଗତ ପଣ୍ଡା ଯୋଗ ଦେଇ ମହିଳା କର୍ମଚାରୀଙ୍କୁ ଉତ୍ସାହିତ କରିଥିଲେ। ଏହାସହ କର୍ମକ୍ଷେତ୍ରରେ ମହିଳାଙ୍କୁ ପ୍ରୋତ୍ସାହିତ କରିବା ନେଇ ଗୁରୁତ୍ୱା ଆରୋପ କରିଥିଲେ।

Womens Day Bhubaneswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe