ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ୭୩ ତ଼ମ ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ରାଜଧାନୀ ଭୁବନେଶ୍ୱର । ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟ ଓ ଅନ୍ୟ ପ୍ରତିଷ୍ଠାନଗୁଡ଼ିକୁ ସୁନ୍ଦର ଆଲୋକମାଳାରେ ସଜାଯାଇଛି । ବିଶେଷକରି ବିଧାନସଭା ସୌଧ, ସଚିବାଳୟ, ଜୟଦେବ ଭବନ ଏବଂ କମିଶନରେଟ୍ ପୋଲିସ ଭବନ ଭଳି ସରକାରୀ କୋଠାଗୁଡ଼ିକ ରଙ୍ଗୀନ ଆଲୋକରେ ଝଟକୁଥିବା ଦେଖିବାକୁ ମିଳିଛି ।
ସେହିଭଳି ରିଜର୍ଭ ବ୍ୟାଙ୍କ ଓ ଷ୍ଟେଟ୍ ବ୍ୟାଙ୍କ କାର୍ଯ୍ୟାଳୟକୁ ମଧ୍ୟ ରଙ୍ଗୀନ ଆଲୋକରେ ଆକର୍ଷଣୀୟ ରୂପ ଦିଆଯାଇଛି । ଏହିସବୁ ସ୍ଥାନକୁ ରଙ୍ଗବେରଙ୍ଗର ଆଲୋକରେ ସଜା ଯିବା ସହ ବିଭିନ୍ନ ସୁକ୍ଷ୍ମ କାରୁକାର୍ଯ୍ୟ ମନ ମୋହୁଛି। ଫଳରେ ଏସବୁ କୋଠାକୁ ଦେଖିଲେ ଦେଖଣାହାରୀ ଆଖି ଲାଖି ରହୁଛି।
ଚଳିତ ବର୍ଷ ପରେଡ ପଡ଼ିଆରେ ସ୍ୱାଧୀନତା ଦିବସ ପାଳନ ଲାଗି ପୂର୍ବ ପ୍ରସ୍ତୁତି ସରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
Politics
ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ
ହିମାଂଶୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରି ଗଣମାଧ୍ୟମରେ ପ୍ରମିଳା କହିଥିଲେ, ଧର୍ମଶାଳା ବିଧାୟକ ମିଛ କହୁଛନ୍ତି। ଗାଡିରୁ ସେ ଓହ୍ଲାଇ ନାହାଁନ୍ତି। ତାଙ୍କୁ କିଏ ଆକ୍ରମଣ କଲା