ରଙ୍ଗୀନ ଆଲୋକମାଳାରେ ଝଲସିଲା ରାଜଧାନୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ୭୩ ତ଼ମ ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ରାଜଧାନୀ ଭୁବନେଶ୍ୱର ।  ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟ ଓ ଅନ୍ୟ ପ୍ରତିଷ୍ଠାନଗୁଡ଼ିକୁ ସୁନ୍ଦର ଆଲୋକମାଳାରେ ସଜାଯାଇଛି । ବିଶେଷକରି ବିଧାନସଭା ସୌଧ, ସଚିବାଳୟ, ଜୟଦେବ ଭବନ ଏବଂ କମିଶନରେଟ୍ ପୋଲିସ ଭବନ ଭଳି ସରକାରୀ କୋଠାଗୁଡ଼ିକ ରଙ୍ଗୀନ ଆଲୋକରେ ଝଟକୁଥିବା ଦେଖିବାକୁ ମିଳିଛି । ସେହିଭଳି ରିଜର୍ଭ ବ୍ୟାଙ୍କ ଓ ଷ୍ଟେଟ୍ ବ୍ୟାଙ୍କ କାର୍ଯ୍ୟାଳୟକୁ ମଧ୍ୟ […]

bbsr-..

bbsr-..

Niharika Rout
  • Published: Thursday, 15 August 2019
  • Updated: 15 August 2019, 07:50 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ୭୩ ତ଼ମ ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ରାଜଧାନୀ ଭୁବନେଶ୍ୱର ।  ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟ ଓ ଅନ୍ୟ ପ୍ରତିଷ୍ଠାନଗୁଡ଼ିକୁ ସୁନ୍ଦର ଆଲୋକମାଳାରେ ସଜାଯାଇଛି । ବିଶେଷକରି ବିଧାନସଭା ସୌଧ, ସଚିବାଳୟ, ଜୟଦେବ ଭବନ ଏବଂ କମିଶନରେଟ୍ ପୋଲିସ ଭବନ ଭଳି ସରକାରୀ କୋଠାଗୁଡ଼ିକ ରଙ୍ଗୀନ ଆଲୋକରେ ଝଟକୁଥିବା ଦେଖିବାକୁ ମିଳିଛି ।

ସେହିଭଳି ରିଜର୍ଭ ବ୍ୟାଙ୍କ ଓ ଷ୍ଟେଟ୍ ବ୍ୟାଙ୍କ କାର୍ଯ୍ୟାଳୟକୁ ମଧ୍ୟ ରଙ୍ଗୀନ ଆଲୋକରେ ଆକର୍ଷଣୀୟ ରୂପ ଦିଆଯାଇଛି । ଏହିସବୁ ସ୍ଥାନକୁ ରଙ୍ଗବେରଙ୍ଗର ଆଲୋକରେ ସଜା ଯିବା ସହ  ବିଭିନ୍ନ ସୁକ୍ଷ୍ମ କାରୁକାର୍ଯ୍ୟ ମନ ମୋହୁଛି।  ଫଳରେ ଏସବୁ କୋଠାକୁ ଦେଖିଲେ ଦେଖଣାହାରୀ ଆଖି ଲାଖି ରହୁଛି।

ଚଳିତ ବର୍ଷ ପରେଡ ପଡ଼ିଆରେ  ସ୍ୱାଧୀନତା ଦିବସ ପାଳନ ଲାଗି ପୂର୍ବ ପ୍ରସ୍ତୁତି ସରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story