ଭୁବନେଶ୍ୱର: ପ୍ରଦର୍ଶନୀ ପଡ଼ିଆରେ ଶିଶିର ଶରସ ଆରମ୍ଭ

 ଭୁବନେଶ୍ୱର: ବିଭିନ୍ନ ହାତ ତିଆରି ସାମଗ୍ରୀର ବିକ୍ରିବଟା ପାଇଁ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଛି ଶିଶିର ଶରସ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମେଳାକୁ ଉଦଘାଟନ କରିଛନ୍ତି। ଏହି ମେଳା ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ।

sisira-sarsha

Rakesh Mallick
  • Published: Sunday, 03 January 2016
  • , Updated: 03 January 2016, 02:20 AM IST

Related story