ଭୁବନେଶ୍ୱର: ରାଜଧାନୀରେ ପୁଣି ମାତିଲେ ଲୁଟେରା। ଦିନ ଦ୍ୱିପହରରେ ମାତ୍ର ଦୁଇ ଘଣ୍ଟା ଭିତରେ ତାଲା ଓ ଗ୍ରିଲ ଭାଙ୍ଗି ଲୁଟିନେଲେ ପ୍ରାୟ ୪ ଲକ୍ଷ ଟଙ୍କା ମୂଲ୍ୟର ସୁନାଗହଣା। ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଠାରୁ ମାତ୍ର ୧୦୦ ମିଟର ଦୁରରେ ରହୁଥିବା ପ୍ରଫୁଲ୍ଲ କୁମାର ମିଶ୍ରଙ୍କ ଘରୁ ଏହି ଲୁଟ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ରବିବାର ଦିନ ଗୋଟାଏରୁ ତିନଟା ଭିତରେ ପରିବାରର ସମସ୍ତେ କୌଣସି ଏକ କର୍ଯ୍ୟକ୍ରମରେ ବାହାରକୁ ଯାଇଥିଲେ। ସେହି ସମୟରେ ଲୁଟେରାମାନେ ଆସି ବାଡିପଟ କବାଟର ତାଲା ଓ ପ୍ରଥମ ମହଲା ଝରକା ଗ୍ରିଲ ଭାଙ୍ଗି ଏହି ଲୁଟ କରିଥିବା ଜଣାପଡିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।