ଭୁବନେଶ୍ୱର : ୟୁନିଟ୍-୬ ସ୍ଥିତ ଓଏଏସ୍ କ୍ୱାର୍ଟର୍ସରୁ ଯୁବକଙ୍କ ଝୁଲନ୍ତା ଶବ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ୍-୬ ଅଞ୍ଚଳରେ ଥିବା ଓଏଏସ୍ କ୍ୱାର୍ଟର୍ସ ପରିସରରୁ ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବୁଧବାର ସକାଳେ କ୍ୱାର୍ଟର୍ସ ପରିସରରେ ଥିବା ଏକ ଗଛରେ ଝୁଲିଥିବା ଅବସ୍ଥାରେ ଯୁବକଙ୍କ ମୃତଦେହ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଏହା ହତ୍ୟା ନାଁ ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା, ପୋଲିସ୍ ତାର […]

dead

Rakesh Mallick
  • Published: Wednesday, 02 December 2015
  • , Updated: 02 December 2015, 08:27 AM IST

ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ୍-୬ ଅଞ୍ଚଳରେ ଥିବା ଓଏଏସ୍ କ୍ୱାର୍ଟର୍ସ ପରିସରରୁ ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବୁଧବାର ସକାଳେ କ୍ୱାର୍ଟର୍ସ ପରିସରରେ ଥିବା ଏକ ଗଛରେ ଝୁଲିଥିବା ଅବସ୍ଥାରେ ଯୁବକଙ୍କ ମୃତଦେହ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ।

ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଏହା ହତ୍ୟା ନାଁ ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା, ପୋଲିସ୍ ତାର ଛାନଭିନ୍ ଆରମ୍ଭ କରିଛି। ଯୁବକଙ୍କ ପରିଚୟ ମିଳିପାରିନାହିଁ।

Related story