ଭୁବନେଶ୍ୱରରେ ପୁଣି ଦିନ ସାଢ଼େ ୧୧ଟା ସୁଦ୍ଧା ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଡହ ଡହ ଖରାରେ ସିଝୁଛନ୍ତି ରାଜଧାନୀବାସୀ। ସକାଳ ୯ଟା ପରେ ଘରୁ ବାହାରି କଷ୍ଟକର ହୋଇପଡ଼ୁଛୁ। ଗତକାଲି ଦିନ ସାଢ଼େ ୧୧ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ବେଳେ ଆଜି ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି। ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ଏଠାକାର ତାପମାତ୍ରା ୪୦.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଗତକାଲି ରାଜଧାନୀ ଭୁବନେଶ୍ୱରରେ ଦିନର ସର୍ବାଧିକ ତାପମାତ୍ରା ୪୧.୭ ଡିଗ୍ରୀ ରହିଥିଲା। ଯାହା ଚଳିତ […]

Weather-

Weather-

Tapaswini Nayak
  • Published: Sunday, 24 April 2022
  • Updated: 24 April 2022, 12:20 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଡହ ଡହ ଖରାରେ ସିଝୁଛନ୍ତି ରାଜଧାନୀବାସୀ। ସକାଳ ୯ଟା ପରେ ଘରୁ ବାହାରି କଷ୍ଟକର ହୋଇପଡ଼ୁଛୁ। ଗତକାଲି ଦିନ ସାଢ଼େ ୧୧ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ବେଳେ ଆଜି ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି। ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ଏଠାକାର ତାପମାତ୍ରା ୪୦.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

ଗତକାଲି ରାଜଧାନୀ ଭୁବନେଶ୍ୱରରେ ଦିନର ସର୍ବାଧିକ ତାପମାତ୍ରା ୪୧.୭ ଡିଗ୍ରୀ ରହିଥିଲା। ଯାହା ଚଳିତ ବର୍ଷ ରାଜଧାନୀର ସର୍ବୋଚ୍ଚ ତାପମାତ୍ରା ଥିଲା। ଲାଗୁଛି ଆଜି ଏହି ରେକର୍ଡ ଭାଙ୍ଗିଯିବ।

ଗତକାଲି ରାଜ୍ୟରେ ୨୧ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ସେଥିରୁ ୯ଟିରେ ତାପମାତ୍ରା ୪୧ ଡିଗ୍ରୀ ବା ଏହା ଉପରେ ରେକର୍ଡ କରାଯାଇଥିଲା।

ଆଗକୁ ତାତି ଆହୁରି ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆସନ୍ତାକାଲି ଅର୍ଥାତ୍ ଏପ୍ରିଲ୍ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ସେଥିପାଇଁ ସୋନପୁର, ବୌଦ୍ଧ, ବଲାଙ୍ଗିର, ମୟୂରଭଂଜ ଓ କଳାହାଣ୍ଡି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି। ଏହି ସମୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story