ଖୋର୍ଦ୍ଧା:ଭୁକମ୍ପ ସମ୍ପର୍କରେ ସଚେତନ ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନର ପ୍ରସ୍ତୁତି। ଭୂକମ୍ପ ହେଲେ ଲୋକେ କିପରି ନିଜକୁ ସୁରକ୍ଷିତ ରଖିବେ, ମୃତ୍ୟମୁଖରୁ କିପରି ବର୍ତ୍ତି ପାରିବେ, ଧନଜୀବନ କ୍ଷୟକ୍ଷତି ଯେପରି କମ୍ ହେବ ସେନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭାଗୀୟ ଅଧିକାରୀଙ୍କୁ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ସର୍କିଟ ହାଉସରେ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମରେ ମୁମ୍ୱାଇ ଆଇଆଇଟିର ପ୍ରଫେସର ତଥା ଭୂମିକମ୍ପ ବିଶେଷଜ୍ଞ ତାପସ କୁମାର ବିଶ୍ୱାଳ ଯୋଗଦେଇ ବିଭିନ୍ନ ବିଷୟବସ୍ତୁ ସଂପର୍କରେ ସଚେତନ କରାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।