ଲୁଗା ଦୋକାନୀଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱର ଡମଣା ଆଶୀର୍ବାଦ ଲୁଗା ଦୋକାନର ମଲିକ ଟୁଲୁ ମହାନ୍ତିଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ତିନିଦିନ ତଳେ ସେ କୋଲକାତା ଯାଉଛନ୍ତି ବୋଲି କହି ଘରୁ ଯାଇଥିଲେ। ପରେ ପରିବାର ଲୋକେ ତାଙ୍କୁ ଫୋନ୍‌ କରିଥିଲେ। ମାତ୍ର ସେ ଫୋନ୍‌ ଗ୍ରହଣ କରିନଥିଲେ। ଗତକାଲି ଦୋକାନ ଭିତରୁ ଦୁର୍ଗନ୍ଧ ବାହାରିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ […]

ashirbad colth store

ashirbad colth store

Rakesh Mallick
  • Published: Thursday, 09 February 2017
  • Updated: 09 February 2017, 07:12 PM IST

Sports

Latest News

ଭୁବନେଶ୍ୱର: ଭୁବନେଶ୍ୱର ଡମଣା ଆଶୀର୍ବାଦ ଲୁଗା ଦୋକାନର ମଲିକ ଟୁଲୁ ମହାନ୍ତିଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ତିନିଦିନ ତଳେ ସେ କୋଲକାତା ଯାଉଛନ୍ତି ବୋଲି କହି ଘରୁ ଯାଇଥିଲେ। ପରେ ପରିବାର ଲୋକେ ତାଙ୍କୁ ଫୋନ୍‌ କରିଥିଲେ। ମାତ୍ର ସେ ଫୋନ୍‌ ଗ୍ରହଣ କରିନଥିଲେ।

ଗତକାଲି ଦୋକାନ ଭିତରୁ ଦୁର୍ଗନ୍ଧ ବାହାରିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story