ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରୁ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଆରମ୍ଭ କରିବା ପାଇଁ ମଙ୍ଗଳବାର ନୂଆଦିଲ୍ଲୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ ମୁଖ୍ୟଶାସନ ସଚିବ ଗୋକୁଳଚନ୍ଦ୍ର ପତି। ଏଥିରେ ବିଭିନ୍ନ ପ୍ରସ୍ତାବ ଉପରେ ଆଲୋଚନା କରାଯାଇଛି। ଓଡ଼ିଶାର ବୈଦ୍ଧପୀଠ ଗୁଡ଼ିକୁ ଚାର୍ଟର୍ଡ ଫ୍ଲ।ଇଟ୍ ଉଡ଼ାଣ ଆରମ୍ଭ କରିବାକୁ ଥାଇ ଏୟାର ୱେଜକୁ ପ୍ରସ୍ତାବ ଦିଆଯାଇଛି। ଭୁବନେଶ୍ୱରରୁ ଅନ୍ୟ ସହର ଦେଇ ବିଦେଶକୁ ଇଣ୍ଡିଗୋ ଓ ଜେଟ୍ ଏୟାରବେଜ୍ ବିମାନ ଚଳାଚଳ ଆରମ୍ଭ କରିବାକୁ ମଧ୍ୟ ଆଲୋଚନା ହୋଇଛି। ଭୁବନେଶ୍ୱରକୁ ବିମାନ ଚଳାଚଳ ନେଇ ଫ୍ଲ।ଇ-ଦୁବାଇ ଆଗ୍ରହ ପ୍ରକାଶ କରିଛି। ଟେମ୍ପୋରାରୀ ଅପରେଟିଂ ପରିମିଟ୍ ଅନୁସାରେ ସରକାରଙ୍କ ଅନୁମତି ମିଳିବା ପରେ, ବିମାନ ଚଳାଚଳ ଆରମ୍ଭ ହେବ। ବୈଠକରେ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ କର୍ତ୍ତୃପକ୍ଷ, ଭୁବନେଶ୍ୱର ବିମାନବନ୍ଦର ନିଦ୍ଦେର୍ଶକ ଏବଂ ୮ଟି ଅନ୍ତର୍ଜାତୀୟ ବିମାନ କଂପାନୀର ଅଧିକାରୀ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।