ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଉପକୃତ ହେବେ ୪ ଲକ୍ଷ କର୍ମଚାରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ନାମା ପ୍ରକାଶ ପାଇଛି। ଏହାଦ୍ୱାରା କର୍ମଚାରୀମାନେ ସପ୍ତମ ବେତନ କମିଶନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇଯିବେ। ପୂର୍ବରୁ ଏହି ବକେୟାର ୮୦ ପ୍ରତିଶତ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାରଙ୍କ ୪ […]

secretariat

secretariat

Jitendra Garnayak
  • Published: Monday, 28 March 2022
  • Updated: 28 March 2022, 09:45 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ନାମା ପ୍ରକାଶ ପାଇଛି। ଏହାଦ୍ୱାରା କର୍ମଚାରୀମାନେ ସପ୍ତମ ବେତନ କମିଶନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇଯିବେ। ପୂର୍ବରୁ ଏହି ବକେୟାର ୮୦ ପ୍ରତିଶତ ପ୍ରଦାନ କରାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଉପକୃତ ହେବେ। ଏଥିପାଇଁ ୨୦୨୧-୨୨ ଅତିରିକ୍ତ ବଜେଟ୍‌ରେ ୮୫୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। କର୍ମଚାରୀମାନେ ଏହି ବକେୟା ଅର୍ଥ ଚଳିତ ମାର୍ଚ୍ଚ ମାସ ଦରମାରେ ପାଇପାରିବେ।

ସୂଚନାଯୋଗ୍ୟ, ରାଜ୍ୟ ସରକାର ସପ୍ତମ ବେତନ କମିଶନର ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ ଏବଂ ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ। ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ୨୦ ମାସର ବର୍ଦ୍ଧିତ ବକେୟା ଦରମା ବିଭିନ୍ନ କିସ୍ତିରେ ଦେବାକୁ ନିଷ୍ପତ୍ତି ହୋଇଥିଲା। ଏହି ନିଷ୍ପତ୍ତି ଅନୁଯାୟୀ ୨୦୧୭-୧୮ରେ ୪୦ ପ୍ରତିଶତ, ୨୦୧୯-୨୦ରେ ୧୦ ପ୍ରତିଶତ ଓ ୨୦୨୧-୨୨ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story