ଦାମୋଦର ରାଉତଙ୍କୁ ଆଶ୍ୱସ୍ତି

କଟକ (ଓଡ଼ିଶା ରିପୋର୍ଟର): ହରିଜନ ସମ୍ପର୍କିତ ମନ୍ତବ୍ୟ ମାମଲାରେ ପାରାଦୀପ ବିଧାୟକ ଡାକ୍ତର ଦାମୋଦର ରାଉତଙ୍କୁ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ହୋଇଥିବା ଜାତିଆଣ ଆକ୍ଷେପ ମାମଲାକୁ ହାଇକୋର୍ଟ ରଦ୍ଦ କରି ଦେଇଛନ୍ତି। ୨୦୧୦ ମସିହାରେ ଦାମୋଦର ରାଉତ ଏକ ସାଧାରଣ ସଭାରେ ଜାତିଆଣ ଆକ୍ଷେପ କରିଥିଲେ ବୋଲି ଅଭିଯୋଗ ହୋଇଥିଲା। ଏନେଇ ମନୋଜ ଭୋଇ ନାମକ ଜଣେ ବ୍ୟକ୍ତି କୁଜଙ୍ଗ ଥାନାରେ ଏତଲା ଦେଇଥିଲେ। ଏହାପରେ ମାମଲା ଖାରଜ କରିବା ପାଇଁ ଦାମ ହାଇକୋର୍ଟଙ୍କ ଦ୍ୱାରସ୍ଥ […]

damarout

Jitendra Garnayak
  • Published: Wednesday, 13 March 2019
  • , Updated: 13 March 2019, 12:25 PM IST

କଟକ (ଓଡ଼ିଶା ରିପୋର୍ଟର): ହରିଜନ ସମ୍ପର୍କିତ ମନ୍ତବ୍ୟ ମାମଲାରେ ପାରାଦୀପ ବିଧାୟକ ଡାକ୍ତର ଦାମୋଦର ରାଉତଙ୍କୁ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ହୋଇଥିବା ଜାତିଆଣ ଆକ୍ଷେପ ମାମଲାକୁ ହାଇକୋର୍ଟ ରଦ୍ଦ କରି ଦେଇଛନ୍ତି।

୨୦୧୦ ମସିହାରେ ଦାମୋଦର ରାଉତ ଏକ ସାଧାରଣ ସଭାରେ ଜାତିଆଣ ଆକ୍ଷେପ କରିଥିଲେ ବୋଲି ଅଭିଯୋଗ ହୋଇଥିଲା। ଏନେଇ ମନୋଜ ଭୋଇ ନାମକ ଜଣେ ବ୍ୟକ୍ତି କୁଜଙ୍ଗ ଥାନାରେ ଏତଲା ଦେଇଥିଲେ।

ଏହାପରେ ମାମଲା ଖାରଜ କରିବା ପାଇଁ ଦାମ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆଜି ହାଇକୋର୍ଟ ଏହି ମାମଲାକୁ ରଦ୍ଦ କରି ଦେଇଛନ୍ତି।

Related story