ବିଜୟ ସାହୁଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଚେୟାରମ୍ୟାନ୍ ବିଜୟ ସାହୁଙ୍କ ପରଲୋକ ହୋଇଯାଇଛି। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଥିବା ନେଇ ସ୍ପଷ୍ଟ କରିଛନ୍ତି ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଲୋକ ସଂପର୍କ ଅଧିକାରୀ ଶରତ କର। Saddened to learn of the untimely passing of SAI international school’s founder Chairman & noted educationist Dr. Bijaya Kumar Sahoo. He […]

Bijay Sahoo

Bijay Sahoo

Jitendra Garnayak
  • Published: Thursday, 03 June 2021
  • Updated: 03 June 2021, 06:38 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଚେୟାରମ୍ୟାନ୍ ବିଜୟ ସାହୁଙ୍କ ପରଲୋକ ହୋଇଯାଇଛି।

ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଥିବା ନେଇ ସ୍ପଷ୍ଟ କରିଛନ୍ତି ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଲୋକ ସଂପର୍କ ଅଧିକାରୀ ଶରତ କର।
https://twitter.com/PandaJay/status/1400393283084320769?s=20

ଶ୍ରୀ ସାହୁ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ। ତେବେ ତା’ପରେ ତାଙ୍କ ଠାରେ ଅନେକ ଜଟିଳତା ଦେଖା ଦେଇଥିଲା ଓ ସେ ଗୁରୁତର ହୋଇଯାଇଥିଲେ। ତା’ପରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ହାଇଦ୍ରାବାଦ ନିଆଯାଇଥିଲା। କିନ୍ତୁ ସେଠାରେ ତାଙ୍କର ପରଲୋକ ହୋଇଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story