ପହଞ୍ଚିଲା ବିଜୟ ସାହୁଙ୍କ ମର ଶରୀର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା ବିଶିଷ୍ଟ ଶିକ୍ଷାବିତ୍ ତଥା ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ ପ୍ରତିଷ୍ଠାତା ବିଜୟ ସାହୁଙ୍କ ମର ଶରୀର। ରାଜ୍ୟ ସରକାରଙ୍କ ପକ୍ଷରୁ ଫାଇଭ ଟି ସଚିବ ଭିକେ. ପାଣ୍ଡିଆନ, ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ଏବଂ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହାପରେ ତାଙ୍କ ମର ଶରୀରକୁ ବାରଙ୍ଗରେ ଥିବା ସାଇ ରେସିଡେନ୍ସିଆଲ ସ୍କୁଲ, ପରେ ପଟିଆ ସାଇ ଇଣ୍ଟରନ୍ୟାସନାଲ ସ୍କୁଲକୁ ନିଆଯାଇଛି। ସେଠାରୁ ଶାସ୍ତ୍ରୀ […]

bijay-sahoo

bijay-sahoo

Ranjit Kumar Jena
  • Published: Friday, 04 June 2021
  • Updated: 04 June 2021, 04:13 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା ବିଶିଷ୍ଟ ଶିକ୍ଷାବିତ୍ ତଥା ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ ପ୍ରତିଷ୍ଠାତା ବିଜୟ ସାହୁଙ୍କ ମର ଶରୀର। ରାଜ୍ୟ ସରକାରଙ୍କ ପକ୍ଷରୁ ଫାଇଭ ଟି ସଚିବ ଭିକେ. ପାଣ୍ଡିଆନ, ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ଏବଂ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ଏହାପରେ ତାଙ୍କ ମର ଶରୀରକୁ ବାରଙ୍ଗରେ ଥିବା ସାଇ ରେସିଡେନ୍ସିଆଲ ସ୍କୁଲ, ପରେ ପଟିଆ ସାଇ ଇଣ୍ଟରନ୍ୟାସନାଲ ସ୍କୁଲକୁ ନିଆଯାଇଛି। ସେଠାରୁ ଶାସ୍ତ୍ରୀ ନଗର ଅଣାଯାଇ ନିଜ ବାସଭବନରେ କିଛି ସମୟ ପାଇଁ ରଖାଯିବ। ପରିବାର ଲୋକ ଶେଷ ଦର୍ଶନ କରିବା ପରେ ସତ୍ୟନଗର ଶ୍ମଶାନରେ କୋଭିଡ ନିୟମ ଅନୁସାରେ ହେବ ଶେଷକୃତ୍ୟ କରାଯିବ। ତେବେ ତାଙ୍କୁ ରାଜ୍ୟ ସମ୍ମାନ ପ୍ରଦାନ କରାଯିବ।

କୋଭିଡରୁ ଭଲ ହେବା ପରେ ଫୁସଫୁସ ଜନିତ ରୋଗର ଚିକିତ୍ସା ପାଇଁ ହାଇଦ୍ରାବାଦ ନିଆଯାଇଥିଲା ଚିକିତ୍ସା ବେଳେ ଗତକାଲି ତାଙ୍କର ଦେହାନ୍ତ ହୋଇଥିଲା।

ଚାଟାର୍ଡ ଆକାଉଣ୍ଟାଣ୍ଟ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିବା ବିଜୟ ସାହୁଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଠାରୁ ଆରମ୍ଭ କରି ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଶୋକ ଜଣାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story