ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି। ଦ୍ୱାଦଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୨୮,୨୮୨ ଭୋଟ୍ରେ ଆଗୁଆ ଅଛନ୍ତି।
ଦ୍ୱାଦଶ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୬୫,୪୦୧ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୩୭,୧୧୯ ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୩୨୫୯ଟି ଭୋଟ୍ ପାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କିଏ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୋଦିଙ୍କ କୋର୍ଟକୁ ବଲ ଫିଙ୍ଗିଲେ ଏକନାଥ ସିନ୍ଦେ
ବିଜେପି ହାଇକମାଣ୍ଡଙ୍କ କଥା ସିନ୍ଦେ ମାନିବେ ବୋଲି କହି ସାରିଥିବାରୁ ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବା ଏକପ୍ରକାରର ସ୍ପଷ୍ଟ ହୋଇସାରିଛି।
Politics
ହଜମ ହେଉନି ପରାଜୟ, EVM ହଟାଅ ଅଭିଯାନ ଆରମ୍ଭ କରିବେ ବିରୋଧୀ!
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି, ଶିବସେନା ଓ ଏନସିପିକୁ ନେଇ ଗଠିତ ମହାୟୁତିର ବିଜୟ ହୋଇଛି। ହେଲେ ଏହାକୁ ଆରମ୍ଭରୁ ହିଁ ବିରୋଧୀ ଏମଭିଏ ବିରୋଧ କରି ଆସୁଛି।
Politics
‘ଚାଉଳ ହିତାଧିକାରୀଙ୍କ ଭିତରେ ଥିଲେ ୧.୭୭ ଲକ୍ଷ ଭୂତ’
ଏବେବି ୬ ଲକ୍ଷ ୧୯ ହଜାର ୮ ଶହ ୩୬ ନୂଆ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଥିବା ମନ୍ତ୍ରୀ କହିଛନ୍ତି।
Politics
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା କାର୍ଯ୍ୟନିର୍ଘଣ୍ଟ; ଡିସେମ୍ବର ୨୦ରେ ଭୋଟ୍
ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।
Politics
ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଅତିରିକ୍ତ ବଜେଟ୍ ଆଣିବେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।