Advertisment

ରୀତା ଆଗରେ, ୨୮ ହଜାର ଭୋଟ୍‌ରେ ଅଶୋକ ପଛୁଆ

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ଦ୍ୱାଦଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୨୮,୨୮୨ ଭୋଟ୍‌ରେ ଆଗୁଆ ଅଛନ୍ତି। ଦ୍ୱାଦଶ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୬୫,୪୦୧ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୩୭,୧୧୯ ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୩୨୫୯ଟି ଭୋଟ୍ […]

ରୀତା ଆଗରେ, ୨୮ ହଜାର ଭୋଟ୍‌ରେ ଅଶୋକ ପଛୁଆ

bijepur12

Advertisment

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ଦ୍ୱାଦଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୨୮,୨୮୨ ଭୋଟ୍‌ରେ ଆଗୁଆ ଅଛନ୍ତି।

Advertisment

ଦ୍ୱାଦଶ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୬୫,୪୦୧ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୩୭,୧୧୯ ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୩୨୫୯ଟି ଭୋଟ୍ ପାଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe