ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି। ନବମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୨୦,୭୯୧ ଭୋଟ୍ରେ ଆଗୁଆ ଅଛନ୍ତି।
ନବମ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୫୦,୦୯୫ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୨୯,୩୦୪ଟି ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୨୬୪୩ଟି ଭୋଟ୍ ପାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଜମ ହେଉନି ପରାଜୟ, EVM ହଟାଅ ଅଭିଯାନ ଆରମ୍ଭ କରିବେ ବିରୋଧୀ!
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି, ଶିବସେନା ଓ ଏନସିପିକୁ ନେଇ ଗଠିତ ମହାୟୁତିର ବିଜୟ ହୋଇଛି। ହେଲେ ଏହାକୁ ଆରମ୍ଭରୁ ହିଁ ବିରୋଧୀ ଏମଭିଏ ବିରୋଧ କରି ଆସୁଛି।
Politics
‘ଚାଉଳ ହିତାଧିକାରୀଙ୍କ ଭିତରେ ଥିଲେ ୧.୭୭ ଲକ୍ଷ ଭୂତ’
ଏବେବି ୬ ଲକ୍ଷ ୧୯ ହଜାର ୮ ଶହ ୩୬ ନୂଆ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଥିବା ମନ୍ତ୍ରୀ କହିଛନ୍ତି।
Politics
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା କାର୍ଯ୍ୟନିର୍ଘଣ୍ଟ; ଡିସେମ୍ବର ୨୦ରେ ଭୋଟ୍
ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।
Politics
ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଅତିରିକ୍ତ ବଜେଟ୍ ଆଣିବେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।
Politics
ଆସନ୍ତାକାଲିଠୁ ବିଧାନସଭା: ପୁଳାପୁଳା ପ୍ରସଙ୍ଗ, ରଣନୀତି ତୟାର କଲେ ଶାସକ-ବିରୋଧୀ
ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ୬ ଜଣ ଦିବଂଗତ ସଦସ୍ୟଙ୍କ ସମ୍ମାନରେ ଶୋକପ୍ରସ୍ତାବ ପାରିତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ।