ନବମ ରାଉଣ୍ଡ ପରେ ବିଜେପିଠାରୁ ବିଜେଡି ୨୦,୭୯୧ ଭୋଟ୍‌ରେ ଆଗୁଆ

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ନବମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୨୦,୭୯୧ ଭୋଟ୍‌ରେ ଆଗୁଆ ଅଛନ୍ତି। ନବମ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୫୦,୦୯୫ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୨୯,୩୦୪ଟି ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୨୬୪୩ଟି ଭୋଟ୍ […]

Bijepur9

Rakesh Mallick
  • Published: Wednesday, 28 February 2018
  • , Updated: 28 February 2018, 11:27 AM IST

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ନବମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୨୦,୭୯୧ ଭୋଟ୍‌ରେ ଆଗୁଆ ଅଛନ୍ତି।

ନବମ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୫୦,୦୯୫ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୨୯,୩୦୪ଟି ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୨୬୪୩ଟି ଭୋଟ୍ ପାଇଛନ୍ତି।

Related story